ପ୍ରମୁଖ ଖବର
  • ରାଏବରେଲିରୁ ପ୍ରାର୍ଥୀପତ୍ର ଦାଖଲ କଲେ ରାହୁଲ ଗାନ୍ଧୀ, ୨୦ ବର୍ଷ ହେବ ସାଂସଦ ଥିଲେ ମା’ ସୋନିଆ
  • ||
  • ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣୀ ଜିତେନ୍ଦ୍ର ସେନାପତି, ୧୦ ହଜାର ଲାଞ୍ଚ ନେ​‌ବା ବେଳେ ମାଡ଼ି ବସିଲା ଟିମ୍
  • ||
  • ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ରବିନାରାୟଣ ମହାପାତ୍ର
  • ||
  • ମେ'୧୦ରେ ପବିତ୍ର ଅକ୍ଷୟ ତୃତୀୟା: କପଡ଼ା କାର୍ଯ୍ୟ ଶୁଭାରମ୍ଭ କଲେ ଦର୍ଜି ସେବକ, ଛତି, ଓଲାର, ଖଣ୍ଡା, ଛୁରି, ତରାସ ପ୍ରସ୍ତୁତ ହେବ
  • ||
  • ଶୁକ୍ରବାର ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଭରିବେ ବିଜେପିର ବାବୁ ସିଂ ଓ ବିଜେଡିର ଆଶୋକ ପଣ୍ଡା
  • ||
  • ମେ' ୧୨ରେ ସିବିଏସ୍‌ଇ ରେଜଲ୍ଟ ପ୍ରକାଶ ପାଇବା ସମ୍ଭାବନା
  • ||
  • ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ୍, ସୂଚନା ଦେଲେ କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଶ୍ଚନ୍ଦନ
  • ||
  • ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି
  • ||
  • IPL 2024: ୱାଙ୍ଖଡ଼େରେ ମୁମ୍ବାଇକୁ ଭେଟିବ କୋଲକାତା, ୧୨ ବର୍ଷର ପରାଜୟଧାରା ଭାଙ୍ଗିବ ନାଇଟ ରାଇଡର୍ସ
  • ||
  • ହାଇଭୋଲଟେଜ୍‌ ପ୍ରଚାରରେ କମ୍ପିବ ରାଜ୍ୟ: ଆଜି ରାୟଗଡ଼ା ଆସୁଛନ୍ତି ରାହୁଲ, କାଲି ନବୀନ, ୬ରେ ମୋଦିଙ୍କ ପ୍ରଚାର
  • ||
  • ତାତିରେ ଲାଗିବ ବ୍ରେକ୍: ୪ରୁ ଉପକୂଳରେ ଖସିବ ପାଦର, ୬ରେ ସବୁ ସ୍ଥାନରେ ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି
  • ||

ଚୈତ୍ର ପୂର୍ଣ୍ଣିମାରେ ଆରମ୍ଭ ହେଲା ଚନ୍ଦନ ଯାତ୍ରା କାର୍ଯ୍ୟ, ନରେନ୍ଦ୍ର ପୁଷ୍କରିଣୀରୁ କଢାହେଲା ୫ ଡଙ୍ଗା

ପୁରୀ, ୨୩/୪ : ଆସନ୍ତା ୧୦ ତାରିଖ ଅକ୍ଷୟ ତୃତୀୟା ଅବସରରେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ଚନ୍ଦନଯାତ୍ରା। ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା, ଭଦ୍ରା ଏବଂ ବୈଜଯନ୍ତ୍ରୀ ନାମକ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ ସେବାୟତମାନଙ୍କ ଦ୍ୱାରା ଉଦ୍ଧାର କରାଯ଼ାଇଛି। 

ଶାସ୍ତ୍ର ମୁତାବକ ପ୍ରତିବର୍ଷ ମହାପ୍ରଭୁଙ୍କର ଚନ୍ଦନ ଯ଼ାତ୍ରା ସରିବା ପରେ ଅଥବା ହଳଦୀପାଣି ପରଦିନ ସମସ୍ତ ୫ଟି ଡଙ୍ଗାକୁ ଭଙ୍ଗାଯ଼ାଇ ଭୋଇ ସେବାୟତମାନଙ୍କ ଦ୍ୱାରା ନରେନ୍ଦ୍ର ପୁଷ୍କରିଣୀ ଭିତରେ ବୁଡାଇ ଦିଆଯ଼ାଇଥାଏ। ଚୈତ୍ର ପୂର୍ଣ୍ଣୀମାରେ ଏହାକୁ ଉଦ୍ଧାର କରି ମରାମତି କରାଯିବା ସହ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୧ ଦିନ ବ୍ୟାପି ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ଏହାକୁ ପୁନଃ ପ୍ରସ୍ତୁତ କରାଯାଇଥାଏ ।

ମଦନମୋହନ, ଭୁଦେବୀ, ଶ୍ରୀଦେବୀ ଏବଂ ପଞ୍ଚୁପାଣ୍ଡବ ଶ୍ରୀମନ୍ଦିରରୁ ବିଜେ କରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ। ଏଥିଲାଗି ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବାୟତ ମାନେ ସମସ୍ତ ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠାଇବା ସହ ସେଥିରେ ପିଚୁ, ରାଳ ଇତ୍ୟାଦି ଦେଇ ମହାପ୍ରଭୁଙ୍କର ଚାପ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.