ପ୍ରମୁଖ ଖବର
  • ରାଏବରେଲିରୁ ପ୍ରାର୍ଥୀପତ୍ର ଦାଖଲ କଲେ ରାହୁଲ ଗାନ୍ଧୀ, ୨୦ ବର୍ଷ ହେବ ସାଂସଦ ଥିଲେ ମା’ ସୋନିଆ
  • ||
  • ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣୀ ଜିତେନ୍ଦ୍ର ସେନାପତି, ୧୦ ହଜାର ଲାଞ୍ଚ ନେ​‌ବା ବେଳେ ମାଡ଼ି ବସିଲା ଟିମ୍
  • ||
  • ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ରବିନାରାୟଣ ମହାପାତ୍ର
  • ||
  • ମେ'୧୦ରେ ପବିତ୍ର ଅକ୍ଷୟ ତୃତୀୟା: କପଡ଼ା କାର୍ଯ୍ୟ ଶୁଭାରମ୍ଭ କଲେ ଦର୍ଜି ସେବକ, ଛତି, ଓଲାର, ଖଣ୍ଡା, ଛୁରି, ତରାସ ପ୍ରସ୍ତୁତ ହେବ
  • ||
  • ଶୁକ୍ରବାର ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଭରିବେ ବିଜେପିର ବାବୁ ସିଂ ଓ ବିଜେଡିର ଆଶୋକ ପଣ୍ଡା
  • ||
  • ମେ' ୧୨ରେ ସିବିଏସ୍‌ଇ ରେଜଲ୍ଟ ପ୍ରକାଶ ପାଇବା ସମ୍ଭାବନା
  • ||
  • ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ୍, ସୂଚନା ଦେଲେ କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଶ୍ଚନ୍ଦନ
  • ||
  • ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି
  • ||
  • IPL 2024: ୱାଙ୍ଖଡ଼େରେ ମୁମ୍ବାଇକୁ ଭେଟିବ କୋଲକାତା, ୧୨ ବର୍ଷର ପରାଜୟଧାରା ଭାଙ୍ଗିବ ନାଇଟ ରାଇଡର୍ସ
  • ||
  • ହାଇଭୋଲଟେଜ୍‌ ପ୍ରଚାରରେ କମ୍ପିବ ରାଜ୍ୟ: ଆଜି ରାୟଗଡ଼ା ଆସୁଛନ୍ତି ରାହୁଲ, କାଲି ନବୀନ, ୬ରେ ମୋଦିଙ୍କ ପ୍ରଚାର
  • ||
  • ତାତିରେ ଲାଗିବ ବ୍ରେକ୍: ୪ରୁ ଉପକୂଳରେ ଖସିବ ପାଦର, ୬ରେ ସବୁ ସ୍ଥାନରେ ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି
  • ||

ବେସିକ୍ ସାଇନ୍ସ କଲେଜ୍‌ର ୧୯୭୪ ବ୍ୟାଚ୍‌ ବନ୍ଧୁମିଳନ, ୫୦ ବର୍ଷ ପରେ ଏକାଠି ହେଲେ ସହପାଠୀ

ଭୁବନେଶ୍ଵର, ୨୩/୦୪ : ଓୟୁଏଟି ଅଧିନରେ ଥିବା ମୌଳିକ ବିଜ୍ଞାନ ମହାବିଦ୍ୟାଳୟର ୧୯୭୪ ବ୍ୟାଚ୍‌ର ବନ୍ଧୁମିଳନ କାର୍ଯ୍ୟକ୍ରମ। ୫୦ ବର୍ଷ ପରେ ଗଙ୍ଗନଗରର ବିଶ୍ଵେଶ୍ଵର ଭବନରେ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ୪୦ରୁ ଅଧିକ ପୂର୍ବତନ ଛାତ୍ର ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମର ନାମ ବିଷୁବ ମିଳନ ରଖାଯାଇଛି।

ପୂର୍ବତନ ଛାତ୍ରଙ୍କ ମଧ୍ୟରେ ବହୁ ଡାକ୍ତର, ଇଞ୍ଜିନିଅର୍, ପ୍ରଫେସର, ବୈଜ୍ଞାନିକ, ରାଜ୍ୟ, କେନ୍ଦ୍ର ସରକାର ଏବଂ ଶିଳ୍ପ-ବାଣିଜ୍ୟ କ୍ଷେତ୍ରରେ ଗୁରୁତ୍ଵପୂର୍ଣ୍ଣ ପଦ-ପଦବୀରେ ଅଛନ୍ତି। ତେବେ ଦୀର୍ଘ ସମୟ ବ୍ୟବଧାନରେ ଏହି କାର୍ଯ୍ୟକ୍ରମ ସଫଳ ହୋଇଥିବାରୁ ସମସ୍ତେ ଖୁସି ବ୍ୟକ୍ତ କରିଛନ୍ତି। ରାଜ୍ୟରେ କିଛି ସାମାଜିକ କାର୍ଯ୍ୟ କରିବାକୁ ଶପଥ କରିଛନ୍ତି। ତେବେ ଏହି ଗୋଷ୍ଠିରେ ଅନ୍ୟ ବ୍ୟାଚ୍ ସାଥୀମାନେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.