ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ

ଭୁବନେଶ୍ୱର ୦୨/୦୫: ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ବିଶାଳ ରାଲିରେ ସମର୍ଥକ ସହ ଆସି ଖୋର୍ଦ୍ଧା ଜିଲ୍ଲାପାଳଙ୍କଠାରେ ପ୍ରାର୍ଥିପତ୍ର ଦାଖଲ କଲେ ଅପରାଜିତା। 

ସେହିଭଳି ବିଜେଡି ସାଂସଦ ପ୍ରାର୍ଥୀ ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ ମନ୍ମଥ ରାଉତରାୟ। ନାମାଙ୍କନ ସମୟରେ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିଜେଡି-ବିଜେପି ସମର୍ଥକ ନାରାବାଜି କରିବା ସହିତ ଜୟ ନବୀନ, ଜୟ ମୋଦୀ ନାରା ପକାଇଥିଲେ। 

  • prameyanews
  • PrameyaOdia
  • prameya
  • BJP
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.