ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଆନ୍ଧ୍ର ଶିବଲିଙ୍ଗପୁରମ ନିକଟରେ ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ୍, ରେଳଧାରଣା ଉପରେ ପଡିଥିଲା ବଡ଼ ବଡ଼ ପଥର...

କୋରାପୁଟ ୦୫/୦୫: କୋରାପୁଟ ବଲିଙ୍ଗପୁରମ ନିକଟରେ ରେଳ ରୁଟ୍‌ରେ ଅଘଟଣ। ଆନ୍ଧ୍ର ଶିବଲିଙ୍ଗପୁରମ ନିକଟରେ ଏକ ମାଲବାହୀ ଟ୍ରେନ୍‌ର ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଫଳ‌ରେ ଟ୍ରାକ୍‌ରୁ କିଛି ଅଂଶ ଖସିଯାଇଛି। ଟ୍ରକ୍‌ ଉପରେ ବଡ ପଥର ପଡିବାରୁ ଇଞ୍ଜିନ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଆରୁକୁ ବିଶାଖାପାଟଣା ରେଳ ପଥରେ ରେଳ ଚଳାଚଳ ବନ୍ଦ ରହିଛି। ଘଟଣାସ୍ଥଳରେ ରେଳବାଇ ବରିଷ୍ଠ ଅଧିକାରୀଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.