ପ୍ରମୁଖ ଖବର
  • ଶଙ୍ଖ ଛାଡି ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ, ସ୍ବାଗତ କଲେ ବିଜେପି ସଭାପତି ମନମୋହନ ସାମଲ
  • ||
  • ମେ'୨୦ ରେ ବନ୍ଦ ରହିବ ସେୟାର ବଜାର, ଲୋକସଭା ମତଦାନ ପାଇଁ ଏନ୍‌ଏସ୍ଇ ପକ୍ଷରୁ ଛୁଟି ଘୋଷଣା
  • ||
  • ଜୁଲାଇ ୧୫ରେ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ପରୀକ୍ଷା କାର୍ଯ୍ୟସୂଚୀ
  • ||
  • ରଥଖଳା ହାଲ୍‌ଚାଲ୍‌...ତୁମ୍ବରେ ଚାଲିଛି ବିନ୍ଧ ଖୋଦେଇ, ନୃସିଂହ ଚତୁର୍ଦ୍ଦଶୀରେ ଖୋଳା ଯିବ ଜନ୍ତା ଗାଡ଼
  • ||
  • ସୋମବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ: ୪୯ ଆସନରେ ହେବ ମତଦାନ, ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • 8. ସନ୍ଡେ’ରେ ଡବଲ୍ ଫାଇଟ୍, ହାଇଦ୍ରାବାଦକୁ ଭେଟିବ ପଞ୍ଜାବ, ସନ୍ଧ୍ୟାରେ ରାଜସ୍ଥାନ-କୋଲକାତା ଟକ୍କର
  • ||
  • ଦାନା ବାନ୍ଧୁଛି ଲଘୁଚାପ: କମ୍‌ ପବନ, ବେଶି ବର୍ଷା ହୋଇପାରେ, ତୃତୀୟ ପର୍ଯ୍ୟାୟ ଭୋଟ ଦିନ ବଡ଼ ବର୍ଷା ଆଶଙ୍କା
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମୀର ରଞ୍ଜନ ଦାଶ, ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର
  • ||

ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍, ରାସ୍ତା ପାରି ହେଉଥିବା ବେଳେ ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍

ଭୁବନେଶ୍ଵର, ୦୮/୦୫ : ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍। ରାସ୍ତା ପାରି ହେଉଥିବା ବେଳେ ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍। ପଳାସୁଣୀ ନିକଟରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଵାମୀଙ୍କୁ ସତ୍ୟବିହାର ଛକ ପର୍ଯ୍ୟନ୍ତ ଘୋଶାଡି ନେଲା ଟ୍ରକ୍। 

ସୂଚନାନୁଯାୟୀ, ପଳାସୁଣୀ ନିକଟରେ ଏକ ଦମ୍ପତି ରାସ୍ତା ପାରି ହେଉଥିବା ବେଳେ ତାଙ୍କ ଉପରେ ଏକ ଟ୍ରକ୍ ଚଢି ଯାଇଛି। ଫଳରେ ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଵାମୀଙ୍କୁ ସତ୍ୟବିହାର ଛକ ପର୍ଯ୍ୟନ୍ତ ଘୋଶାଡି ନେଇଥିଲା ଟ୍ରକ୍। ତେବେ ଦମ୍ପତିଙ୍କ ପରିଚୟ ମିଳି ନାହିଁ। ଟ୍ରକ୍‌ଟି ଦୁର୍ଘଟଣା ଘଟାଇ ଫେରାର୍ ହୋଇଯାଇଛି। ଖବର ପାଇ ଉଭୟ ଘଟଣା ସ୍ଥଳରେ ଚାରୋଟି ପିସିଆର୍ ସହ ମଞ୍ଚେଶ୍ଵର ଥାନା ପୁଲିସ୍ ପହଞ୍ଚିଛି। ଦୁଇଟି ମୃତଦେହକୁ ଜବତ କରି ମେଡିକାଲ ନେବା ସହ ତଦନ୍ତ ଆରମ୍ଭ କରିଛି ମଞ୍ଚେଶ୍ୱର ଥାନା ପୁଲିସ୍।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.