ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ଗୁରୁବାର ସମ୍ୱଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀରୁ ଅରୁପ ପଟ୍ଟନାୟକ ଭରିବେ ନାମାଙ୍କନ

ଭୁବନେଶ୍ବର ୦୨/୦୫: ଆଜି ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସେହିଭଳି ପୁରୀ ଲୋକସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ଅରୁପ ପଟ୍ଟନାୟକ।

ଭୁବନେଶ୍ୱର ‌ଲୋକସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଭରିବେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ 

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ । ମା ସମଲେଇଙ୍କ ଦର୍ଶନ କରିବା ପରେ ନାମାଙ୍କନ ଭରିବାକୁ ଯିବେ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । 

ସେହିଭଳି ପୁରୀ ଲୋକସଭା ଆସନରୁ ନାମାଙ୍କନ ଭରିବେ ଅରୁୁପ ପଟ୍ଟନାୟକ । ନାମାଙ୍କନ ବେଳେ ଶକ୍ତି ପ୍ରଦର୍ଶନ ପାଇଁ ସବୁ ଦଳ ପ୍ରସ୍ତୁତି ଜୋରଦାର କରିଛନ୍ତି ।

  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.