ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଗୁରୁତର ରୋଗର ଶିକାର ପ୍ରିୟଙ୍କା ଚୋପ୍ରାଙ୍କ ସ୍ୱାମୀ , ନିକ୍‌ ଜୋନସ୍‌ଙ୍କ ସବୁ ଶୋ ହେଲା ରଦ୍ଦ

ମୁମ୍ୱାଇ- ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରାଙ୍କ ସ୍ୱାମୀ ନିକ୍ ଜୋନସ୍‌ଙ୍କୁ ନେଇ ଏକ ଖବର ସାମନାକୁ ଆସିଛି। ସେ ଏକ ଗୁରୁତର ରୋଗରେ ପୀଡ଼ିତ ହୋଇଛନ୍ତି। ସିଙ୍ଗରଙ୍କର ସବୁ ଶୋ’କୁ ରଦ୍ଦ କରି ଦିଆ ଯାଇଛି। 

କୁହାଯାଉଛି କି ସେ ଇନ୍‌ଫ୍ଲୁଏଞ୍ଜା ଏ’ ର ଶିକାର ହୋଇଛନ୍ତି। ଏହାଦ୍ୱାରା ତାଙ୍କର ଅବସ୍ଥା ଖରାପ ହୋଇ ଯାଇଛି। ସେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏହି କଥାର ସୂଚନା ନିଜେ ନିକ୍‌ ଇନଷ୍ଟାଗ୍ରାମ୍‌ରେ ଭିଡ଼ିଓ ସେୟାର କରି ଦେଇଛନ୍ତି। ଭିଡ଼ଓରେ ସେ ରୋଗ କଥା କହିବା ସହ ଏହି କାରଣରୁ ସବୁ ଶୋ’କୁ ରଦ୍ଦ କରି ଦିଆ ଯାଇଛି।

ଗାୟକ ନିକ୍‌ ଜୋନସ୍‌ ସବୁ ଶୋ’ ରଦ୍ଦ ହେବାର କାରଣରୁ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି। ଶୋ ବନ୍ଦ ହୋଇ ଯିବାରୁ ପ୍ରଶଂସକମାନେ ନିରାଶ ହୋଇଛନ୍ତି ଏବଂ ତାଙ୍କର ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ପଡ଼ିଛନ୍ତି। ନିକ୍‌ କହିଛନ୍ତି ଶୋ’ ଗୁଡ଼ିକର ତାରିଖ ବଦଳାଇ ଦିଆଯାଇଛି।  

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.