ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ବଡଦେଉଳରେ ଅଘଟଣ, ଗରମ ଡ଼ାଲି ପଡି ଦୁଇଜଣ ବୋଝିଆ ଗୁରୁତର

ପୁରୀ ୩୦/୪: ଶ୍ରୀମନ୍ଦିରରେ ଅଘଟଣ। ଗରମ ଡ଼ାଲି ପଡି ଦୁଇଜଣ ବୋଝିଆ ଗୁରୁତର ଆହତ। ଦୁଇଜଣ ହେଲେ ବୋଝିଆ ହେଲେ ଜଟାଧାରୀ ଜେନା ଓ ଦୁଃଶାସନ ପ୍ରଧାନ।‌ ତାଙ୍କୁ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।‌ ପ୍ରଥମ ଭୋଗମଣ୍ଡପ ସରିବା ପରେ ଭୋଗ ବୋହୁଥିଲେ ବୋଝିଆ ଏଭଳି ଅଭାବନୀୟ ଘଟଣା ଘଟିଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.