ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ୨ ଟ୍ରକ୍ ଡ୍ରାଇଭର ମୃତ

ରାଉରକେଲା,୧୯।୬ : ଶଙ୍ଖ ନଦୀରେ ଗାଧୋଉଥିବା ବେଳେ ବୁଡିଯାଇ ୨ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୧୪୩ ନଂ ଜାତୀୟ ରାଜପଥ କଡ଼ରେ ଟ୍ରକ୍ ରଖି ୨ ଜଣ ଡ୍ରାଇଭର ଶଙ୍ଖ ନଦୀରେ ଗାଧୋଉଥିଲେ । ହଠାତ ଉଭୟ ବୁଡିଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ  ଭର୍ତ୍ତି  କରିଥିଲେ । ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.