ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଘୁଞ୍ଚିଲା ନବମ ଶ୍ରେଣୀ ପଞ୍ଜୀକରଣ

କଟକ, ୩୦।୮: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଅବଧିକୁ ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ବୋର୍ଡ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଏବଂ ପ୍ରଧାନ ଶିକ୍ଷକମାନଙ୍କୁ ଅବଗତ କରାଯାଇଛି । ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ଅଗଷ୍ଟରେ ଆରମ୍ଭ ହୋଇଥିବା ଏହି ପଞ୍ଜିକରଣ ପ୍ରକ୍ରିୟାର ଶେଷ ତାରିଖ ୨୮ ତାରିଖ ଥିଲା । ତେବେ ରାଜ୍ୟରେ କେତେକ ଜିଲ୍ଲାରେ ହାଇସ୍କୁଲ୍‌ ସ୍ତରରେ ସମ୍ପୃକ୍ତ ଛାତ୍ରଛାତ୍ରୀମାନଙ୍କ ପଞ୍ଜିକରଣ ପ୍ରକ୍ରିୟା ଅସମ୍ପୂର୍ଣ୍ଣ ରହିଥିବା ବୋର୍ଡ କର୍ତ୍ତୃପକ୍ଷ ସୂଚନା ପାଇଥିଲେ । ତେଣୁ ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଆଖି ଆଗରେ ରଖି ପଞ୍ଜିକରଣ ଅବଧିକୁ ଆଉ ୫ ଦିନ ବୃଦ୍ଧି କରିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।   

ସୂଚନାଯୋଗ୍ୟ, ନବମ ଶ୍ରେଣୀରେ ପଞ୍ଜିକୃତ କରାଇଥିବା ଛାତ୍ରଛାତ୍ରୀମାନେ ହିଁ ଦଶମ ଶ୍ରେଣୀରେ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଯୋଗ୍ୟ ବିବେଚିତ ହେବେ ବୋଲି ବ୍ୟବସ୍ଥା ରହିଛି । ତେବେ ଉକ୍ତ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଯେଉଁମାନଙ୍କ ନାମ ପଞ୍ଜିକୃତ କରାଇ ପାରିନଥିବେ ସମ୍ପୃକ୍ତ ଛାତ୍ରଛାତ୍ରୀମାନେ ନବମ ଶ୍ରେଣୀ ପରୀକ୍ଷା ଦେବାର ସୁଯୋଗରୁ ବଞ୍ଚିତ ହେବା ସହ ମାଟ୍ରିକ୍‌ ପରୀକ୍ଷା ଦେବା ଲାଗି ମଧ୍ୟ ସୁଯୋଗ ପାଇପାରିବେ ନାହିଁ ।

  • cuttack
  • board of secondary education
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.