ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

BMC ଅତିରିକ୍ତ କମିଶନରଙ୍କୁ ମାଡ଼ ମାମଲା; ସମାଧାନ ବାଟ ଖୋଜିବାକୁ ଜରୁରୀକାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

Published By : Harapriya Sethi | July 2, 2025 2:14 PM

ଭୁବନେଶ୍ୱର, ୦୨/୦୭: ଭୁବନେଶ୍ୱର ମହାନଗର ନିଗମ  (ବିଏମ୍‌ସି) କାର୍ଯ୍ୟାଳୟରେ ସୋମବାର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ ।  ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ସହ ଅଧିକାରୀମାନେ ସମୂହ ଛୁଟିରେ ଯାଇଛନ୍ତି । ଫଳରେ ରାଜ୍ୟରେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଅନିର୍ଦ୍ଦିଷ୍ଟ କାଳ ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଥିବାରୁ ଲୋକମାନେ କାର୍ଯ୍ୟ ନକରିପାରି ନିରାଶ ହୋଇ ଫେରୁଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଜରୁରୀକାଳୀନ ବୈଠକ ଡକାଇଛନ୍ତି ।

ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଆଲୋଚନା କରୁଛନ୍ତି । ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ଶିଳ୍ପ ମନ୍ତ୍ରୀ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହ ପରିବହନ ମନ୍ତ୍ରୀ ବିଭୂତି ଜେନା ମଧ୍ୟ ଉପସ୍ଥିତ ଅଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.