ପ୍ରମୂଖ ଖବର
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କନ୍ଦାଯୋଡି ନଦୀରେ ବୁଡ଼ିଲା ଡ଼ଙ୍ଗା, ଅଳ୍ପକେ ବର୍ତ୍ତିଲେ ୨୦ ଯାତ୍ରୀ

Published By : Suraj Kumar | February 8, 2025 5:17 PM

ବୈପାରୀଗୁଡା , ୮।୨ :  ବିବାହ କାର୍ଯ୍ୟରେ ଯୋଗ ଦେବା ନିମନ୍ତେ ଡଙ୍ଗାରେ ନଦୀ ପାର ହେଉଥିଲେ। ମଝି ନଦୀରେ ଡଙ୍ଗାଟି ବୁଡିଯାଇଥିଲା। ସ୍ଥାନୀୟ ଯୁବକଙ୍କ ସହାୟତରେ ସମସ୍ତ ୨୦ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ ଅନ୍ତର୍ଗତ କେରମେଟି ପଂଚାୟତ ର କନ୍ଦାଯୋଡ଼ି ନଦୀରେ ଏହି ଅଘଟଣ ଘଟିଛି। 

କନ୍ଦାଯୋଡ଼ି ଗ୍ରାମରେ ଆୟୋଜିତ ବିବାହ କାର୍ଯ୍ୟରେ ଯୋଗ ଦେବା ନିମନ୍ତେ ପାଖାପାଖି ଗାଁର କୋଡିଏ ଜଣ ଲୋକେ ଡ଼ଙ୍ଗାରେ   ନଦୀ ପାର ହେଉଥିଲେ l କିଛି ଦୂରକୁ ଗଲାପରେ   ହଠାତ  ଡ଼ଙ୍ଗାଟି ନଦୀରେ ବୁଡିଯାଇଥିଲା l ଫଳରେ ଡ଼ଙ୍ଗାରେ ବସିଥିବା ଯାତ୍ରୀ ନଦୀରେ ବୁଡ଼ି ଯାଇଥିଲେ l ସଙ୍ଗେ ସଙ୍ଗେ ସ୍ଥାନୀୟ ଯୁବକ ମାନେ ନଦୀରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ l 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.