ପ୍ରମୂଖ ଖବର
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଫୁଲଟା ସରପଞ୍ଚଙ୍କ ଘରକୁ ବୋମା ମାଡ, କାରଣ ଅସ୍ପଷ୍ଟ

ବ୍ରହ୍ମପୁର,୧୬/୧୦: ଫୁଲଟା ପଞ୍ଚାୟତ ସରପଞ୍ଚ ମମତା ନାହାକଙ୍କ ଘରକୁ ବୋମା ମାଡ଼ । ଏଥିରେ କେହି ମୃତାହତ ନଥିବା ଜଣାପଡ଼ିଛି । ରାଜନୈତିକ ଶତ୍ରୁତା ନା ବୋମା ମାଡ଼ ପଛରେ ଆଉ କିଛି କାରଣ ରହିଛି ସ୍ପଷ୍ଟ ତାହା ହୋଇପାରିନାହିଁ । ଗ୍ରାମରେ ଅଶାନ୍ତ ବାତାବରଣ ଥିବାରୁ ୩ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ୱିତ ରାତିରେ ଫୁଲଟା ପଞ୍ଚାୟତ ସରପଞ୍ଚ ମମତା ନାହାକଙ୍କ ଘରକୁ ବୋମା ମାଡ଼ ହୋଇଥିଲା ।  କିଛି ଦୁର୍ବୃତ୍ତ ବୋମା ମାଡ କରି ଫେରାର ହୋଇଯାଇଥିଲେ । ଏହି ଘଟଣା ପରେ ଗ୍ରାମରେ ଆତଙ୍କ ଖେଳିଯାଇଥିଲା । ତେବେ କେଉଁ କାରଣରୁ ଏହି ବୋମାମାଡ଼ ହୋଇଛି, ତାହା ଅସ୍ପଷ୍ଟ ରହିଛି । ପାର୍ବଣ ସମୟରେ ଏଭଳି ଘଟଣା  ଆତଙ୍କ ଖେଲାଇଛି । ଗ୍ରାମରେ ଅଶାନ୍ତ ବାତାବରଣ ଥିବାରୁ ୩ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି । ଗ୍ରାମରେ କିଛିଦିନ ହେଲା ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଦେଇଥିଲା । ଏଭଳି ଘଟଣା ପରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ବଢ଼ିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.