ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଦିଲ୍ଲୀ ପରେ ଏବେ ରାଜକୋଟ ବିମାନ ବନ୍ଦରର ଭୁଶୁଡିଲା ଛାତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ,୨୯/୬:  ଦିଲ୍ଲୀ ପରେ ଏବେ ରାଜକୋଟ ବିମାନ ବନ୍ଦରରେ ଘଟିଲା ସମାନ ଘଟଣା। ବିମାନବନ୍ଦର ଟର୍ମିନାଲ ବାହାରେ ଆଜି ଏକ ଛାତ ଭୁଶୁଡି ପଡିଥିବା ସୂଚନା ମିଳିଛି। ହେଲେ ତେବେ ଏହି ଦୁର୍ଘଟଣା କେହି ମୃତାତହ ହୋଇନଥିବା ସୂଚନା ମିଳିଛି। ପ୍ରବଳ ବର୍ଷା ଯୋଗୁଁ ଏହି ଅଘଟଣ ଘଟିଥିବା କୁହାଯାଉଛି। 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୨୦୨୩ରେ ରାଜକୋଟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂର ଉଦଘାଟନ କରିଥିଲେ। ଏହି ବିମାନବନ୍ଦରକୁ ୧୪୦୦ କୋଟିରୁ ଅଧିକ ମୂଲ୍ୟରେ ବିସ୍ତାର କରାଯାଇଥିଲା। ହେଲେ ଲଗାଣ ବର୍ଷା ଯୋଗୁଁ ଛାତ ଭୁଶୁଡି ପଡିଥିବା ଜଣାପଡିଛି । ପ୍ରକାଶ ଥାଉକି, ଗତକାଲି ଶୁକ୍ରବାର ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ୍-୧ରେ  ଛାତ ଭୁଷୁଣି ପଡିବାରୁ ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ୮ ଜଣ ଆହତ ହୋଇଥିଲେ। ଏହି ଦୁର୍ଘଟଣାରେ ୪ରୁ ଅଧିକ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.