ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଛାତ୍ର ସଂସଦ ନିର୍ବାଚନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼​‌ ଘୋଷଣା, କହିଲେ କଲେଜରେ ପୁଣି ହେବ ଛାତ୍ର ସଂସଦ ନିର୍ବାଚନ

Published By : Prameya | December 26, 2024 2:21 PM

କଟକ ୨୬/୧୨: ଆସନ୍ତା ଶିକ୍ଷା ବର୍ଷରେ ଅନୁଷ୍ଠିତ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ । ଏନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ଛାତ୍ର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। କିଛି ହୀନ ଚକ୍ରାନ୍ତ କରି ୨୦୧୮ରୁ ଛାତ୍ର ନିର୍ବାଚନ ବନ୍ଦ କରିଥିଲେ। ତାହାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ। ହେଲେ ପୂର୍ବ ଭଳି କଲେଜ ଏବଂ ବିଶ୍ବ ବିଦ୍ୟାଳୟ ଗୁଡ଼ିକରେ ନିର୍ବାଚନ ଅନୁଷ୍ଠିତ ହେବ।

ସେହିପରି ABVP ଅଧିବେଶନରେ ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ । ରାଷ୍ଟ୍ର ପୁନଃ ନିର୍ମାଣ ପାଇଁ ଛାତ୍ରଛାତ୍ରୀମାନେ ଏକାଠି ହୁଅନ୍ତି।  ବିକଶିତ ଓଡ଼ିଶା ଗଠନ ପାଇଁ ଯୁବ ଶକ୍ତି ସଂଗଠିତ ହୁଅନ୍ତୁ। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.