ପ୍ରମୂଖ ଖବର
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ନୂଆପଡ଼ାରେ ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀଙ୍କୁ ସ୍ଵାଗତ; ଜିଲ୍ଲା ବିକାଶ ମେଳାରେ ଯୋଗଦେବେ ମନ୍ତ୍ରୀ

Published By : Harapriya Sethi | June 12, 2025 9:59 AM

ନୂଆପଡ଼ା,୧୨/୦୬ : ନୂଆପଡ଼ାରେ ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା । ଗୁରୁବାର ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଯୋଗଦେବେ । ପୂର୍ବାହ୍ଣରେ ଟ୍ରେନ୍‌ ଯୋଗେ ନୂଆପଡା ଷ୍ଟେସନରେ ପହଞ୍ଚିଥିଲେ । ସେଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମଧୁସୂଦନ ଦାଶ,ଏସପି ଜିଆର ରାଘବେନ୍ଦ୍ର ପହଞ୍ଚି ସମ୍ବର୍ଦ୍ଧନା ଜଣାଇଥିଲେ । 

ପରେ ପୂର୍ବତନ କଳାହାଣ୍ଡି ସଂସଦ ବସନ୍ତ ପଣ୍ଡା, ବିଜେପି ଜିଲ୍ଲା ସଭାପତି କମଲେଶ ଦୀକ୍ଷିତ, ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ଅଭିନନ୍ଦନ ପଣ୍ଡା, ବରିଷ୍ଠ ନେତା ସରୋଜ ସାହୁ, ସୁଶାନ୍ତ ପତି, ତୁଳସୀ ପଟେଲ, ସଦାନନ୍ଦ ଯୋଶୀ ପ୍ରମୁଖ ପୁଷ୍ପଗୁଛ ଦେଇ ସ୍ଵାଗତ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.