ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

କେନ୍ଦୁଝରରେ ଡାଇରିଆ ଆତଙ୍କ, ଜଣେ ମୃତ ୧୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published By : Prameya | March 18, 2025 2:25 PM

ଭୁବନେଶ୍ଵର, ୧୮/୦୩ : କେନ୍ଦୁଝରରେ ଡାଇରିଆ ଆତଙ୍କ। କେନ୍ଦୁଝର ସଦର ବ୍ଲକ ବାଉରୀପଦା ଗ୍ରାମପଞ୍ଚାୟତର ୩ ଗାଁରେ ବ୍ୟାପିଲା ଝାଡ଼ାବାନ୍ତି। ଜଣେ ମୃତ ୧୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ। ଦୂଷିତ ଜଳ ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଥିବା ଅଭିଯୋଗ କଲେ ଗ୍ରାମବାସୀ। 

ସୂଚନାନୁଯାୟୀ, କେନ୍ଦୁଝର ସଦର ବ୍ଲକ ବାଉରୀପଦା ଗ୍ରାମ ପଞ୍ଚାୟତର ମୁକୁନା, ବାଉରିପଦା, ଏବଂ ସାହାଡ଼ାପୁର ଗାଁ ଲୋକ ଅରଡ଼େଇ ନଦୀର ଜଳକୁ ପାନୀୟ ଜଳ ଭାବରେ ବ୍ୟବହାର କରୁଛନ୍ତି। ଏହି ଦୂଷିତ ଜଳ ପିଇ ଗାଁ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଝାଡ଼ାବାନ୍ତିରେ ମୁକୁନା ଗ୍ରାମର ଗୋପାଳ ଦେହୁରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପଦ୍ମପୁର ସ୍ଵାସ୍ଥକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୂଷିତ ପାଣି ଯୋଗୁଁ ଗାଁରେ ଝାଡ଼ାବାନ୍ତି ବ୍ୟାପୁଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ଭାରପ୍ରାପ୍ତ ସିଡିଏମଓ ସ୍ଵୀକାର କରିବା ସହ ଗାଁକୁ ଏକ ମେଡ଼ିକାଲ୍ ଟିମ୍ ପଠାଯିବ ବୋଲି କହିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ପ୍ରେମିକା ଘର ଆଗରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ,ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନାରେ ଭର୍ତ୍ତି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.