ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ନୂଆଁଖାଇ ପାଇଁ ଶୁଭ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ

Published By : Suraj Kumar | August 16, 2025 5:52 PM

ସମ୍ବଲପୁର,୧୬।୮ : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ସମ୍ବଲପୁରରେ ଶୁଭ ଲଗ୍ନ ନିର୍ଘଣ୍ଟ ହୋଇଛି । ଆସନ୍ତା ୨୮ ତାରିଖରେ ଲାଗି ହେବ ନୂଆଁଖାଇ ନବାନ୍ନ। ମା' ସମଲେଇଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଶୁଭ ଲଗ୍ନ ନିର୍ଘଣ୍ଟ  କରାଯାଇଛି।

ଭାଦ୍ରଵ ମାସ ଶୁକ୍ଳ  ପକ୍ଷ ପଞ୍ଚମୀ ତିଥି  ଗୁରୁବାର  ସକାଳ ୧୦ ଟା ୩୩   ମିନିଟ ରୁ ୧୦ଟା ୫୫ ମିନିଟ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ । ତା' ପରେ ଘରେ ଘରେ ଲୋକେ ନୂଆ ଖାଇବେ । ଝାଡୁଆପଡ଼ାର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମଣ୍ଡଳୀ ସମୂହ ବିଷ୍ଣୁ ସହସ୍ରନାମ ପାଠ  ପୂର୍ବକ ମା' ସମଲେଇଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଶୁଭ ଲଗ୍ନ ନିର୍ଘଣ୍ଟ କରିଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.