ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

‘ଏହା ଭାରତର ଇତିହାସରେ ଅଦ୍ଭୁତପୂର୍ବ କ୍ଷଣ’, ନିର୍ବାଚନ ଫଳାଫଳକୁ ନେଇ ପିଏମ୍ ମୋଦିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୪।୬:  ଲୋକସଭା ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଥମ ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି, ଦେଶର ଲୋକ ପୁଣିଥରେ ଏନ୍‌ଡିଏ ଉପରେ ବିଶ୍ବାସ ଦେଖାଇଛନ୍ତି। ଏହା ଭାରତର ଇତିହାସରେ ଅଦ୍ଭୁତପୂର୍ବ କ୍ଷଣ। ଜନତା ଜନାର୍ଦ୍ଦକୁ ଏହି ସ୍ନେହ ପାଇଁ ତାଙ୍କୁ ମୋର ନମନ।

ଲୋକସଭା ନିର୍ବାଚନ ଫଳାଫଳରେ ବିଜେପି ବହୁମତ ପାଇ ପାରିନି। ବିଜେପି ୨୩୯ ଆସନରେ ଆଗୁଆ ଅଛି, ସେଭଳି ବିଜେପି ନେତୃତ୍ବାଧୀନ ଏନ୍‌ଡିଏ ୨୯୦ ଆସନରେ ଆଗୁଆ ରହିଛି। ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଲୋକମାନେ ଲଗାତାର ତୃତୀୟ ଥର ଏନ୍‌ଡିଏ ଉପରେ ଭରସା କରିଛନ୍ତି। ତାଙ୍କୁ ବିଶ୍ବାସ ଦେଉଛି ଆମେ ତାଙ୍କର ଆକାଂକ୍ଷାକୁ ପୂରଣ କରିବା ପାଇଁ ଗତ ଦଶକ ଭଳି ଏବେ ବି କାମ ଜାରି ଜାରି ରଖିବୁ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.