ପ୍ରମୂଖ ଖବର
  • ଲମତାପୁଟ : ଡୁଡୁମା ଜଳପ୍ରପାତରେ ଅଘଟଣ , ସୁଟିଂ କରୁଥିବା ବେଳେ ଭାସିଗଲେ ୟୁଟ୍ୟୁବର
  • ||
  • ଯାଜପୁର : ରିଲ୍ସ ବନାଇବା ହେଲା କାଳ, ଝରଣାରେ ବୁଡି ୨ ଯୁବକ ମୃତ
  • ||
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ନିର୍ମାଣ ହେଉଥିବା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ନିମ୍ନମାନର ଓ ବିନା ସୂଚନା ଫଳକରେ କାମ ହେଉଥିବା ଅଭିଯୋଗ

Published By : Anindita Ratha | August 20, 2025 2:30 PM

ସାହାଜପାଲ/ବୌଦ୍ଧ ସଦର,୨୦/୦୮: ବୌଦ୍ଧ ସଦର ବ୍ଳକ ମୁଣ୍ଡିପଦର ଗ୍ରାମ ପଞ୍ଚାୟତରେ ନିର୍ମାଣ ହେଉଛି ନୂତନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଏନଏମ କେନ୍ଦ୍ର । ହେଲେ ଏହା ନିମ୍ନମାନର ଓ ବିନା ସୂଚନା ଫଳକରେ କାମ ହେଉଥିବା ଅଭିଯୋଗ ହୋଇଛି।  ଏହି ସ୍ୱାସ୍ଥ୍ୟ କେନ୍ଦ୍ରର ଭୂମିତଳୁ ନିର୍ମାଣ ହୋଇଥିବା କଲମକୁ ବାଲିରେ କିମ୍ବା ପଥର ଗୁଣ୍ଡ ଦେଇ ପୋତାଯିବା କଥା । ସେହିଭଳି ନ ହୋଇ କଲମଗୁଡିକ ମାଟିରେ ପୋତା ଯାଇଥିବା ଦେଖିବାକୁ ମିଳିଛି । ସେହିପରି  ବିନା ସୂଚନା ଫଳକରେ ଠିକାଦାର କାମ କରୁଛନ୍ତି। ତେବେ  ଏହା କେତେ ଲକ୍ଷ୍ୟ ଟଙ୍କାର କାମ,କେଉଁ ବର୍ଷର କାମ, କେବେ ସାରିବା କଥା,ଏହାର କୌଣସି ସୂଚନା ଫଳକ ଲାଗିନଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ଏନେଇ ଏଠାରେ ଠିକାଦାର କହିଛନ୍ତି, ମୁଁ ସବୁ ବିଲ୍ ପାଇ ସାରିଛି ସ୍ୱାସ୍ଥ୍ୟ ନିର୍ମାଣ ନକଲେ ଵି ଚଳିବ । ଏ ଦିଗରେ ସ୍ୱାସ୍ଥ୍ୟ ବିଭାଗର ଯନ୍ତ୍ରୀ ବିଭାଗଙ୍କୁ ଯୋଗାଯୋଗ କରିବାରୁ ତାଙ୍କର କଲ ଲାଗିନଥିଲା। ତେଣୁ ତୁରନ୍ତ ଏ ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନଜର ଦେବା ପାଇଁ ଦାବି ହୋଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.