ପ୍ରମୂଖ ଖବର
  • ଗଞ୍ଜାମ ଜିଲ୍ଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ; ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ, ୧୮ ଗିରଫ
  • ||
  • ହବିଷ୍ୟାଳିଙ୍କୁ ମିଳିବ ସୁରକ୍ଷା, ମାର୍ଗଶୀର ମାସରୁ ଶୃଙ୍ଖଳିତ ଦର୍ଶନ କରିବେ ଭକ୍ତ
  • ||
  • ଆଠମଲ୍ଲିକରେ ଆଖି ବୁଜିଲା ଆଉ ଏକ ହାତୀ, ୫ ଦିନରେ ୨ ହାତୀଙ୍କ ମୃତ୍ୟୁ
  • ||
  • ରାଜଧାନୀର ୭ ପୂଜା ମଣ୍ଡପକୁ ରାବଣ ପୋଡ଼ି ଲାଗି ଅନୁମତି, ପ୍ରଶାସନର ନିୟମ ମାନିବାକୁ ନିର୍ଦ୍ଦେଶ
  • ||
  • ନୟାଗଡ଼ : ଥାନାରୁ ଅଭିଯୁକ୍ତ ଫେରାର, ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ
  • ||
  • ଚନ୍ଦ୍ରଭାଗା ସମୁଦ୍ରରେ ବୁଡି ଯୁବକ ମୃତ, ଅପମୃତ୍ୟୁ ମାମଲା ରୁଜୁ
  • ||
  • ପାଟଣା ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ, ଲୋକେ ଆତଙ୍କିତ
  • ||
  • ଆଜି ମା’ଙ୍କ ବିଜୟାଦଶମୀ, ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ଭକ୍ତଙ୍କ ଭିଡ଼
  • ||
  • ଆସ୍କା : ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ
  • ||

ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା

କଟକ ୦୮/୯: ପାର୍ବଣ ଋତୁ ଆରମ୍ଭ। ଦୁର୍ଗାପୂଜା ପୂର୍ବରୁ ଚଳଚଞ୍ଚଳ ହେଉଛି ଟ୍ବିନ୍ ସିଟି। ଦଶହରାକୁ ସୁରୁଖୁରୁରେ ପାଳନ ପାଇଁ ଚାଲିଛି ଯୋଜନା। ପୂର୍ବରୁ ଦୁର୍ଗାପୂଜା ଡିଜେ ଏବଂ ନିଶାମୁକ୍ତ ଭସାଣି କରିବା ନିଷ୍ପତ୍ତି ହୋଇଥିଲା। ଏବେ ପୁଣି ଲେଜର ଲାଇଟ୍ ଏବଂ ଫାୟାର ଗନ୍ ଉପରେ ଲାଗିଲା କଟକଣା । ପୂଜା ବେଳେ ଲେଜର ଲାଇଟ୍ ବ୍ୟବହାର କରିପାରିବେନି ପୂଜା କମିଟି । ଦୁର୍ଗାପୂଜା ପାଇଁ ଶାନ୍ତି କମିଟି ବୈଠକ ପରେ ଜିଲ୍ଲାପାଳ ସୂଚନା ଦେଇଛନ୍ତି । 

Durga Puja 2024: Get all updated News, Videos and Photos of Durga Puja

ସେହିଭଳି ପୂଜା ଭସାଣୀ ବେଳେ ଫାୟାର ଗନ୍ ବ୍ୟବହାର ଉପରେ ମଧ୍ୟ କଟକଣା ଲଗାଯାଇଛି । ଲେଜର ଲାଇଟ ଓ ଫାୟାର ଗନ୍ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି ବୋଲି ଜିଲ୍ଲାପାଳ କହିଛନ୍ତି । ଚଳିତ ବର୍ଷ ପୂଜାରେ ଏହି କଟକଣାକୁ କଡାକଡି ଲାଗୁ ହେବ । 

  • Durga Puja 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.