ପ୍ରମୂଖ ଖବର
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ହୀରାକୁଦ ଡ୍ୟାମ୍‌ର ୬ଟି ଗେଟ୍ ଦେଇ ଜଳ ନିଷ୍କାସିତ, ୧ ଲକ୍ଷ ୨୬ ହଜାର ୪୮୯ କ୍ୟୁସେକ ଜଳ ପ୍ରବେଶ

ସମ୍ବଲପୁର,୩୦/୦୯: ହୀରାକୁଦ ଡ୍ୟାମର ୬ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି । ବାମ ପାର୍ଶ୍ବରେ ୪ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଛି । ସୋମବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୭୯ ଫୁଟ୍ ରହିଥିଲା । ତେବେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୨୬ ହଜାର ୪୮୯ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୧ ଲକ୍ଷ ୩୯ ହଜାର ୧୯୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

ତେବେ ସେପ୍ଟେମ୍ବର ୨୭ ତାରିଖରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ ହୋଇ ମ୍ୟାଜିକ ନମ୍ବର  ଛୁଇଁଥିଲା । ଶୁକ୍ରବାର ସକାଳ ୯ଟା ସୁଦ୍ଧା ମୋଟ ୭ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ କରାଯାଇଥିଲା । ଡ୍ୟାମ୍‌ର ବାମ ପାର୍ଶ୍ୱରେ ୫ଟି ଏବଂ ଡାହାଣ ପାର୍ଶ୍ୱରୁ ୨ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.