ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

କୋଟିଏ ଟଙ୍କାର ମାର୍କେଟ୍ କମ୍ପ୍ଲେକ୍ସର ମାଲିକ କିରାଣୀ ବାବୁ, ବାଲେଶ୍ଵର ଟାଉନରେ ଅଛି ୬ଟି ପ୍ଲଟ

ବାଲେଶ୍ବର, ୩୦/୦୮ : ଚାକିରି କରିଛନ୍ତି କିରାଣୀ, କିନ୍ତୁ କୋଟି କୋଟି ଟଙ୍କାର ସମ୍ପତ୍ତିର ମାଲିକ। ବାଲେଶ୍ଵର ଡିଇଓ ଅଫିସର କିରାଣୀ ପ୍ରଦୀପ ଦାସଙ୍କର ଠାବ ହୋଇଛି କୋଟିଏ ଟଙ୍କାର ମାର୍କେଟ୍ କମ୍ପ୍ଲେକ୍ସ। ବାଲେଶ୍ଵର ସେରଗଡ଼ ବଜାରରେ ଥିବା ଏହି ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସରେ ରହିଛି ୨୦ଟି ଦୋକାନ। ସେହିପରି ବାଲେଶ୍ଵର ଟାଉନରେ ଠାବ ହୋଇଛି ୬ଟି ମୂଲ୍ୟବାନ୍ ପ୍ଲଟ। 

ସୂଚନାନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ଵର ଡିଇଓ ଅଫିସର କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଚଢାଉ ବେଳେ ପ୍ରଦୀପ ଦାସଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। କିରାଣୀ ବାବୁଙ୍କର ଅଙ୍ଗାରଗାଡିଆରେ ଏକ ତିନି ମହଲା କୋଠା, ସେରଗଡ଼ ବଜାରରେ ଏକ କୋଟି ମୂଲ୍ୟର ଏକ ମାର୍କେଟ କମ୍ପ୍ଲେକ୍ସ, ଅଙ୍ଗାରଗାଡିଆ, ରେମୁଣା, ସେରଗଡ଼ ବଜାର, ଏବଂ ଖନ୍ତାପଡ଼ାରେ ୬ଟି ମୂଲ୍ୟବାନ ପ୍ଲଟ ରହିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.