ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ନିଆଁ ଲାଗି ପୋଡ଼ିଗଲା ଦଶ ଏକର ଜମିର ଧାନ ଫସଲ, କାରଣ ଅସ୍ପଷ୍ଟ

Published By : Harapriya Sethi | November 28, 2024 8:28 AM

ପଦ୍ମପୁର, ୨୮/୧୧: ନିଆଁରେ ଭଷ୍ମିଭୂତ ହେଲା ଦଶ ଏକର ଜମିର ଧାନ ଫସଲ । ବିରଜାମ୍ ଗାଁର ଚାଷୀ ନିର ମେହେରଙ୍କ ଚାଷଜମିରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ବିରଜାମ୍ ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ନିଜ ଦଶ ଏକର ଜମିରେ ଧାନ ଚାଷ କରିଥିଲେ ଏବଂ ଅମଳ କରିବା ପରେ ଖଳାରେ ରଖିଥିଲେ ନିର ମେହେର । ସେ ଏକାକି ବୃଦ୍ଧ ମଣିଷ ଧାର କରଜ କରି ବହୁ ପରିଶ୍ରମରେ ଚାଷ କରିଥିଲେ । ହେଲେ ବୁଧବାର ବିଳମ୍ୱିତ ରାତିରେ ସେ ଘରେ ନଥିବା ବେଳେ ଉକ୍ତ ଧାନ ଗଦାରେ ନିଆଁ ଲାଗି ସବୁ ପାଉଁଶ ହୋଇ ଯାଇଥିଲା । ନିଆଁ ଲାଗି ସମସ୍ତ ଫସଲ ନଷ୍ଟ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲା । ହେଲେ ନିଆଁ ଚାରିଆଡେ ମାଡ଼ି ଯାଇଥିବାରୁ ତାହା ସମ୍ଭବ ହୋଇ ପାରି ନଥିଲା । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.