ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ବନ୍ଧମୁଣ୍ଡାର ରେଲୱେ ୟାର୍ଡରେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

Published By : Harapriya Sethi | May 25, 2025 1:11 PM

ରାଉଲକେଲା ୨୫/୦୫: ରାଉଲକେଲା ରେଳ ଷ୍ଟେସନ ନିକଟସ୍ଥ ବନ୍ଧମୁଣ୍ଡାର ରେଲୱେ ୟାର୍ଡରେ ମାଲବାହୀ ଡି-ରେଲ୍ । ଟ୍ରେନର ୧୨ଟି ବଗି ରେଳଧାରଣାରୁ ଲାଇନଚ୍ୟୁତ ହୋଇଛି । ଖବର ପାଇ ରେଳ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିନ୍ତି । ତେବେ ଏହି ଦୁର୍ଘଟଣା କିଭଳି ଘଟିଲା ସେନେଇ ଏକ ଯାଞ୍ଚ କମିଟି ଗଠିତ କରାଯାଇଛି । ମାଲବାହୀ ଲାଇନଚ୍ୟୁତ ପରେ ରେଲଓ୍ବେ ୟାର୍ଡକୁ ଅନ୍ୟ ଟ୍ରେନ୍ ଗୁଡ଼ିକ ଯାତାୟାତ ବନ୍ଦ ରହିଛି । ବର୍ତ୍ତମାନ ସେଠାରେ ଲାଇନକୁ କ୍ଲିୟର କରାଯାଉଛି ।

ସୂଚନା ମୁତାବକ, ରବିବାର ସକାଳେ ମାଲବାହୀ ଟ୍ରେନ୍‌ଟି ୟାର୍ଡରୁ ଝାଡ଼ଖଣ୍ଡ ଯିବାର ଥିଲା। ୟାର୍ଡରୁ ବାହାରିବା ବେଳେ ଟ୍ରେନର ୧୨ଟି ବଗି ଧାରଣାରୁ ଖସିଯାଇଥିଲା। ତେବେ କେଉଁ କାରଣ ଦୁର୍ଘଟଣା ଘଟିଛି ତାହା ଜଣାପଡିନାହିଁ । ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.