ପ୍ରମୂଖ ଖବର
  • ବିଜେଡି ସଭାପତି ପଦ ପାଇଁ ଗୁରୁବାର ନାମାଙ୍କନ ଭରିବେ ନବୀନ, ୧୯ରେ ଘୋଷଣା
  • ||
  • ବଲାଙ୍ଗୀର : ଜଙ୍ଗଲରୁ ୨ କ୍ଷତାକ୍ତ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ଗଜପତି : ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ
  • ||
  • ଢେଙ୍କାନାଳ : କଷ୍ଟ ସହି ନପାରି ରେଲ୍‌ ୱେ ଟ୍ରାକ୍‌ରେ ଜୀବନ ହାରିଲେ ପୂଜକ, ଉଦ୍ଧାର ହେଲା ମୃତଦେହ
  • ||
  • ଢେଙ୍କାନାଳ : ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ, ଏକକାଳୀନ ୯ଟି ସ୍ଥାନରେ ଚଢାଉ
  • ||
  • ବରଗଡ଼ : ହାତୀ ଆକ୍ରମଣରେ ଜଣେ ମହିଳା ମୃତ, ଜଣେ ଗୁରୁତର
  • ||
  • ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ, ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ଭୁବନେଶ୍ୱର : ଟ୍ରାକ୍ଟରକୁ ପିଟିଲା ଟ୍ରାଭେଲର୍, ୨ ଆହତ
  • ||

ପାଟୁଆ ଶୋଭାଯାତ୍ରା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ମୃତ, ୧୦ ଗୁରୁତର

Published By : Prameya | April 14, 2025 11:15 PM

ଭଦ୍ରକ,୧୪ ।୪ ପାଟୁଆ ଶୋଭାଯାତ୍ରା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ମୃତ ।ଏଥିସହ   ୧୦ ଜଣ ଗୁରୁତର ହୋଇଛନ୍ତି। ଭଦ୍ରକ ତିହଡି ହାଟୁଆରୀରେ ଘଟଣା ଘଟିଛି। ଗୁରୁତରମାନଙ୍କୁ  ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଭଦ୍ରକ ତିହଡି ହାଟୁଆରୀରେ ପାଟୁଆ ଶୋଭାଯାତ୍ରା ଯାଉଥିଲା। ଏହି ସମୟରେ ଶୋଭାଯାତ୍ରାରେ ସାମିଲ ଥିବା ଡିଜେ ଗାଡି ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଯାଇଥିଲା। ଫଳରେ ଶୋଭାଯାତ୍ରରେ ସାମିଲ ଥିବା ଲୋକମାନେ ଏହା ସଂସ୍ପର୍ଶରେ ଆସି ଯାଇଥିଲେ। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ହୋଇଥିଲେ। ଗୁରୁତରମାନଙ୍କୁ  ତୁରନ୍ତ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.