ବଲାଙ୍ଗୀର,୨୫/୪ : ପୁଇଁନ୍ତଳା ଥାନା କାସବାହାଲ ଛକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଅଟୋ ଉପରେ ଗଛ ପଡ଼ି ୨ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।
ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।