ପ୍ରମୂଖ ଖବର
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା :୨ ମୃତ

Published By : Prameya | May 8, 2025 11:12 PM

ଝାରସୁଗୁଡା,୮।୫  ଝାରସୁଗୁଡା ଜିଲ୍ଲା ବନହରପାଲି ଥାନା କୁମ୍ଭାରବନ୍ଧ ଫାଣ୍ଡି ଅନ୍ତର୍ଗତ ତଲିବାହାଲ ଛକ ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା l ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି l ମୃତକମାନେ ଅଏଁଲାପାଲି ଗ୍ରାମର ଗଙ୍ଗାଧର ସିଂହ(୨୮) ଓ କୁମ୍ଭାରବନ୍ଧ କିଶାନପଡା ଗ୍ରାମର ଶ୍ରୀକର କିଶାନ(୪୦) । ଗୁରତର ୨ ବ୍ୟକ୍ତି ହେଲେ ଅଏଁଲାପଡାର ଟିଲେଶ୍ଵର ସା ଓ ସୁଧାଂଶୁ ଭୋଇ l ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.