ପ୍ରମୂଖ ଖବର
  • ପୁଣି ଶ୍ରୀମନ୍ଦିର ଭିତରୁ ଯୁବକଙ୍କ ଠାରୁ ହିଡେନ କ୍ୟାମେରା ଜବତ
  • ||
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ସ୍କୁଟିକୁ ଧକ୍କା ଦେଲା ବସ୍ , ଶାଳକ-ଭିଣୋଇ ମୃତ

Published By : Suraj Kumar | July 26, 2025 7:17 PM

ରାଜନଗର,୨୬।୭ :  ସ୍କୁଟିକୁ ଧକ୍କା ଦେଲା ବସ୍। ଏଥିରେ ଶାଳକ ଓ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବ୍ୟବସାୟୀ କାବୁଲି ଧଳ ଓ ତାଙ୍କ ଶାଳକ ହଡି। ପଟ୍ଟାମୁଣ୍ଡାରୁ –ରାଜନଗର ରାସ୍ତାରେ ଏଭଳି ଦୁର୍ଘଟଣା ଘଟିଛି। ଘଟଣା ପରେ ସ୍ଥାନୀୟ ଲୋକ ରାସ୍ତାରୋକ କରିଛନ୍ତି।

କାବୁଲି ଓ ତାଙ୍କ ଶାଳକ ହଡି ଏକ ସ୍କୁଟିରେ  ତାଙ୍କ ଚୂଡା ମିଲରୁ ଘରକୁ ଖାଇବାକୁ ଯାଉଥିଲେ।   ଏହି ସମୟରେ ପଟ୍ଟାମୁଣ୍ଡାଇରୁ ରାଜନଗର ଯାଉଥିବା ଜଗନ୍ନାଥ ବସଟି   ତାଙ୍କ ଉପରେ ଚଢି ଯାଇ ଥିଲା।  କାବୁଲିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଶାଳକ ହଡି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ହଡିଙ୍କୁ ରାଜନଗର ମେଡିକାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ପୁଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.