ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ପିକଅପ-ବାଇକ ମୁହାଁମୁହିଁ ଧକ୍କା, ୨ ମୃତ

ନୂଆପଡା,୩।୮:  କୋମନା ଥାନା ଅଧୀନ ତରବୋଡ଼ ସାହାଜଟ ଗାଁ ମଝିରେ  ପିକଅପ ଭ୍ୟାନ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦୁଇ ବାଇକ ଆରୋହୀ ସୁଶାନ୍ତ ଲୁହ ଓ ଟିକେଶ୍ୱର ସାହୁ।

ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଖଲିଆ ଗ୍ରାମର ସୁଶାନ୍ତ ଓ  କୋମନା ଥାନା ସାହାଜଟ ଗ୍ରାମର ଟିକେଶ୍ୱର  ସାଙ୍ଗ ହୋଇ ବାଇକରେ ଯାଉଥିଲେ। କୋମନା ଥାନା ଅଧୀନ ତରବୋଡ଼ ସାହାଜଟ ଗାଁ ମଝିରେ  ଏକ ପିକଅପ ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରେ ତରବୋଡ଼ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି। ଏଥିସହ ବାଇକ ଓ ପିକଅପ ଜବତ କରିଥିବା ବେଳେ ପିକଅପ ଡ୍ରାଇଭରକୁ ଅଟକ ରଖିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.