ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବାଇକ୍-ସ୍କୁଟି ମୁହାଁମୁହିଁ ଧକ୍କା, ୨ ମୃତ

ଦେବଗଡ,୧୭।୯: ଦେବଗଡ ଜିଲ୍ଲା  ରାଞ୍ଚି- ବିଜୟୱାଡା ରାସ୍ତାର ପୁଷପଙ୍ଗା ଗ୍ରାମ ନିକଟରେ   ମଙ୍ଗଳବାର  ମଟରସାଇକେଲ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ନିକଟସ୍ଥ ଭେଜିକୁଦର ଗ୍ରାମର ଜୟକୃଷ୍ଣ ଉଦାବର ଓ ଖିଲେଇ ଗ୍ରାମର ନନ୍ଦଲାଲ ବାଘ ।

ଜୟକୃଷ୍ଣ କୌଣସି କାର୍ଯ୍ୟରେ ଦେବଗଡ ଆସି ମଟରସାଇକେଲ ଯୋଗେ ଫେରୁ ଥିବା ବେଳେ ନନ୍ଦଲାଲ ଓ ଅନ୍ୟ ଦୁଇଜଣ ସ୍କୁଟି ଯୋଗେ ଖିଲେଇ ଗ୍ରାମରୁ ବୃନ୍ଦାବନପୁର ଅଭିମୁଖେ ଯାଉଥିଲେ। ପୁଷପଙ୍ଗା ଗ୍ରାମ ନିକଟରେ ଉଭୟ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜୟକୃଷ୍ଣଙ୍କ ମୃତ୍ୟୁ ଘଟିଥିଲା।  ଅନ୍ୟ ତିନିଜଣ ଗୁରୁତର ଆହତଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ   ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ନନ୍ଦଲାଲଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଦୁଇଜଣ ରୀନା ଖିଲାର ଓ ଝସକେତନ ଖିଲାରଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.