ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

ସାଙ୍ଗର ବିବାହ ଭୋଜିରେ ଯୋଗ ଦେବାକୁ ଯାଉଥିଲେ ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଆଠଗଡ, ୧୮।୨ : କଟକ  ଜିଲ୍ଲା କାନପୁର ଥାନା ଋଷିପଡା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ଦୁଇ ଯୁବକ ମୃତ୍ୟୁ ଘଟିଛି। ମୃତ ଯୁବକ ଦୁଇ ଜଣ ହେଲେ ବଡ଼ମ୍ବା ବେଲିଆପାଳ ଗ୍ରାମର ମୁନା ସାହୁ ଏବଂ ରାକେଶ ପଣ୍ଡା ।

କାନପୁରରୁ ସାଙ୍ଗର ବିବାହ ଭୋଜିକୁ ବାଇକ୍ ଯୋଗେ ଯାଉଥିବା ବେଳେ ହୋଇଥିଲା ଦୁର୍ଘଟଣା ।   ସ୍ଥାନୀୟ ଲୋକଙ୍କ  ସହାୟତାରେ ଗୁରୁତର ଅବସ୍ଥାରେ ସେମାନଙ୍କୁ କାନପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ହେଲେ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢନ୍ତୁ : ଜମିଜମାକୁ ନେଇ ଗଣ୍ଡଗୋଳ, ପୁତୁରାର ଠେଙ୍ଗା ମାଡ଼ରେ ଦାଦା ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.