ପ୍ରମୂଖ ଖବର
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ରାଜ୍ୟରେ ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି

ଭୁବନେଶ୍ୱର ୦୧/୦୧: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ଏନେଇ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବା ପରେ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଯଦି କୌଣସି ବ୍ୟକ୍ତିଙ୍କୁ ଥଣ୍ଡା ଜ୍ୱର ଲାଗିରହୁଛି ସେମାନଙ୍କୁ ତୁରନ୍ତ ଟେଷ୍ଟ କରିବାକୁ ପରାମର୍ଶ ଦିଆଯାଇଛି । ପୂର୍ବ ଭଳି କରୋନା ଟେଷ୍ଟିଂ ସେଣ୍ଟର ସବୁବେଳେ ଖୋଲା ରହୁଥିବା ନେଇ ସୂଚନା ଦିଆଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.