ପ୍ରମୂଖ ଖବର
  • ଏପ୍ରିଲ ୨୪ରୁ ମିଳିବ ନୂଆ ରାସନ କାର୍ଡ, ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର
  • ||
  • ବେଙ୍ଗାଲୁରୁ ବିପକ୍ଷରେ ଖେଳିବେନି ସାମସନ୍‌, ନେତୃତ୍ୱ ନେବେ ରିୟାନ ପରାଗ
  • ||
  • ପୋପ୍ ପ୍ରାନ୍‌ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ
  • ||
  • ପୁରୀ: ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ବାଣୀବିହାର କ୍ୟାମ୍ପସ୍‌ରୁ ହଟିବେ ଅଣଛାତ୍ର, ପୁଲିସ ଡିଜିଙ୍କୁ ଚିଠି ଲେଖିଲେ କୁଳପତି
  • ||
  • କଳାହାଣ୍ଡି: ଲୁଗା ଶୁଖାଇବା ବେଳେ ଲାଗିଲା ବିଦ୍ୟୁତ୍‌ ଝଟ୍‌କା, ମା’ କୁ ବଞ୍ଚାଇବାକୁ ଯାଇ ଚାଲିଗଲା ପୁଅର ଜୀବ
  • ||
  • କେନାଲ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଠାବ, ହତ୍ୟା ସନ୍ଦେହ
  • ||
  • ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ
  • ||
  • IPL 2025: ଆଜି ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ଏକାନ୍ନାରେ ପୁଣି ହେବ ରାହୁଲ ରାଜୁତି
  • ||
  • କଟକ ଗତିରାଉତପାଟଣା ନିକଟରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା, ୨ ପୋଲିସ କର୍ମଚାରୀ ମୃତ, ଜଣେ ଆହତ
  • ||
  • ପଶ୍ଚିମ, ଆଭ୍ୟନ୍ତରୀଣରେ ବର୍ଷୁଛି ନିଆଁ, ୪୫ ଡିଗ୍ରୀ ଡେଇଁଲା ପାରଦ: ଆଜିଠାରୁ ଗ୍ରୀଷ୍ମ ଲହରୀ, ୨୩ରୁ ସାଂଘାତିକ ତାତି
  • ||

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା

Published By : Prameya | April 22, 2025 12:20 PM

ଭୁବନେଶ୍ଵର, ୨୨/୦୪ : କଟକ ଗତିରାଉତପାଟଣାରେ ପିସିଆର ଭ୍ୟାନକୁ ପିଟିଲା ହାଇୱା। ୨ ପୋଲିସ ମୃତ, ୨ ଆହତ। ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା।  

ସୂଚନାନୁଯାୟୀ, କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପିସିଆର ଭ୍ୟାନ୍‌କୁ ଏକ ହାଇୱା ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ପିସିଆର୍ ଗାଡି ଉପରେ ହାଇୱା ଓଲଟିପଡିବାରୁ ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗି ଭାଙ୍ଗିଯାଇଥିଲା। ଏହି ଦୁର୍ଘଟଣାରେ ୨ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ। ଏନେଇ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକମାନେ ହେଲେ ଲୋକନାଥ ଶବର ଓ ହୋମ୍‌ଗାର୍ଡ ଜଗବନ୍ଧୁ ମାହାଳୀ। 

ଏହି ଖବରଟିକୁ ପଢନ୍ତୁ-ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା: ୨ ପୋଲିସ କର୍ମଚାରୀ ମୃତ, ୨ ଗୁରୁତର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.