ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

୨ କୁଇଣ୍ଟାଲ ୫୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଫିରିଙ୍ଗିଆ,୩l୯(ଆପ୍ର): ସାଡ଼ିଙ୍ଗିଆ ପଞ୍ଚାୟତ ବିଏସଏଫ କ୍ୟାମ୍ପ୍ ନିକଟରେ ଏକ ବୋଲେରୋ ଗାଡିରୁ ଫିରିଙ୍ଗିଆ ପୋଲିସ ଗଞ୍ଜେଇ ଜବତ କରିଛି। ୧୦ଟି ବସ୍ତାରେ ମୋଟ ୨ କୁଇଣ୍ଟାଲ ୫୨ କେଜି ଗଞ୍ଜେଇ ଜବତ କରିଛ। ଏଥିସହ ଜଣଙ୍କୁ ଗିରଫ କରିଛି। 

ସାଡ଼ିଙ୍ଗିଆ ପଞ୍ଚାୟତ ବିଏସଏଫ କ୍ୟାମ୍ପ୍ ନିକଟରେ ଏକ ବୋଲେରୋ ଗାଡି ( ନଂ ଓଡି ୦୭ଟି ୬୨୯୩) ରେ ଗଞ୍ଜେଇ ଚାଲାଣ ହେଉଥିଲା। ଖବର ପାଇଁ ଫିରିଙ୍ଗିଆ ପୋଲିସ ଚଢାଉ କରି ବୋଲେରୋରୁ ୧୦ ବସ୍ତା ଗଞ୍ଜେଇ ଜବତ କରିଥିଲା। ଓଜନ କରିବାରୁ ୧୦ଟି ବସ୍ତାରେ ମୋଟ ୨୫୨ କିଲୋ ଗଞ୍ଜେଇ ଥିଲା। ନୂଆପଦର ଗାଁ ର ବିନୋଦ ସାହୁ କୁ ଗିରଫ କରିଥିବା ବେଳେ ପୋଲିସକୁ ଚକମା ଦେଇ ଜଣେ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଥିଲା । ଜବତ୍ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା  ହେବ ବୋଲି ପୋଲିସ କହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.