ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଡମଡମଣି ଡ୍ୟାମରେ ଅଘଟଣ : ଗାଧୋଇବା ବେଳେ ବୁଡିଯାଇ ୨ ଛାତ୍ର ମୃତ

ଚୌଦ୍ଵାର,୨୪।୪  :   ଚୌଦ୍ୱାର ଥାନା ଅନ୍ତର୍ଗତ ଡମଡମଣି ଡ୍ୟାମରେ ଅଘଟଣ। ଡମଡମଣି ଡ୍ୟାମରେ ଗାଧୋଉଥିବା ବେଳେ ବୁଡିଯାଇ ୨ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ୨ ଜଣ ହେଲେ ସୃତିକ ଶତପଥୀ ଓ ସୋୟଙ୍ଗ ସଂକେତ ଦାଶ । ସମସ୍ତ ଛାତ୍ର କଟକ ଅଞ୍ଚଳର ବୋଲି ଜଣା ପଡିଛି।

କଟକ ଷ୍ଟୁଆର୍ଟ  କଲେଜରୁ ୫ ଜଣ ସାଙ୍ଗ  ଡମଡମଣି ପୀଠକୁ ବୁଲିବାକୁ ଆସିଥିଲେ। ଡ୍ୟାମ ନିକଟରେ ଗାଧୋଉଥିବା ସମୟରେ ୩ ଜଣଙ୍କ ଗୋଡ ଖସିଯାଇଥିଲା ।   ସ୍ଥାନୀୟ ଲୋକେ ଜଣଙ୍କୁ ଉଦ୍ଧାର କରିଥିଲେ । ମାତ୍ର ଆଉ ଦୁଇଜଣ  ନିଖୋଜ ହୋଇଯାଇଥିଲେ । ଖବର ପାଇ ଚୌଦ୍ଵାର ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଅନ୍ୟ ଦୁଇଜଣଙ୍କୁ ଉଦ୍ଧାର କରିଥିଲେ । ମାତ୍ର ସେତେବେଳକୁ ସେମାନଙ୍କ ମୃତ୍ୟୁ ହୋଇଯାଇଥିଲା ।    ଡ୍ୟାମ ଚାରି ପାଖ ବାଡ ନଥିବାରୁ ବାରମ୍ବାର ଏଭଳି ଘଟଣା ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.