ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍, ଏପ୍ରିଲ ୨୪ରେ ମିଳିବ ୨ଟା କିସ୍ତି

Published By : Prameya | April 19, 2025 3:10 PM

ଭୁବନେଶ୍ଵର, ୧୯/୦୪ : ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଅପଡେଟ୍। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ସୁଭଦ୍ରା ଟଙ୍କା ବାଣ୍ଟିବେ ସରକାର। ଏକାଥରେ ଦୁଇଟି କିସ୍ତି ବାବଦକୁ ୧୦ ହଜାର ପାଇବେ ୧ ଲକ୍ଷ ୭୦ ହାଜର ମହିଳା। ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା। ଷଷ୍ଠ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ବାଣ୍ଟିବେ ସରକାର। 

ସୂଚନା ଅନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ଏପ୍ରିଲ ୨୪ରେ ଟଙ୍କା ଦିଆଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି। ଯେଉଁମାନେ ଯୋଗ୍ୟ, ସେମାନେ ପାଇବେ ବୋଲି ସ୍ପଷ୍ଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଏହି ଖବରଟିକୁ ପଢନ୍ତୁ-ଜାଗା ମିସନର ନୂଆ ରୂପରେଖକୁ ଅପେକ୍ଷା, ଅଧା ହିତାଧିକାରୀଙ୍କୁ ମିଳିନି ଭୂମି ପ୍ରମାଣପତ୍ର


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.