ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ଜଳପ୍ରପାତ ନିକଟରେ ସେଲ୍ଫି ନେବା ହେଲା କାଳ, ଚାଲିଗଲା ୨ ଯୁବକଙ୍କ ଜୀବନ

ମାଥିଲି, ୧୫।୬ : ଜଳପ୍ରପାତ ନିକଟରେ ସେଲ୍ଫି ନେବା ହେଲା କାଳ। ଚାଲିଗଲା ଦୁଇ ଜଣଙ୍କ ଜୀବନ। ମାଲକାନଗିରି ଜିଲ୍ଲା ଗୁମ୍ମାଝରଣ ଜଳପ୍ରପାତ ନିକଟରେ ଘଟିଛି ଏହି ଅଘଟଣ। 

ଭୋଜି କରିବା ପାଇଁ ଗୁମ୍ମାଝରଣକୁ ଆସିଥିଲେ ଦୁଇ ଯୁବକ। ଜଳପ୍ରପାତ ନିକଟରେ ପଥର ଉପରେ ସେଲ୍ଫି ନେଉଥିଲେ। ହଠାତ  ଗୋଡ଼ ଖସିଯିବାରୁ ଦୁଇ ଯୁବକ ଜଳପ୍ରପାତରେ ବୁଡି ଯାଇଥିଲେ। ଜଳପ୍ରପାତରୁ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ  ଡାକ୍ତର ଉଭୟଙ୍କୁ ମୃତ ଘୋଷଣା  କରିଥିଲେ ।ଏ ପର୍ଯ୍ୟନ୍ତ ଦୁଇ ଯୁବକଙ୍କ ପରିଚୟ ମିଳିପାରିନାହିଁ।

ଆହୁରି ପଢନ୍ତୁ : ମାଟି ଅତଡ଼ା ଖସି ଚାଲିଗଲା ତିନି ମହିଳା ଶ୍ରମିକଙ୍କ ଜୀବନ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.