ପ୍ରମୂଖ ଖବର
  • ନିଜ ଉପରେ ଭରସା ରଖିପାରୁ ନାହାନ୍ତି ପାକିସ୍ତାନୀ ନେତା…ସଂସଦରେ କାନ୍ଦିଲେ ସାହବାଜଙ୍କ ଦଳର ସାଂସଦ… କହିଲେ ‘ହେ ଆଲ୍ଲା ଆମକୁ ରକ୍ଷା କର’…
  • ||
  • ‘ପାକିସ୍ତାନକୁ ରକ୍ଷା କରିବାକୁ ହେଲେ ଅସୀମ ମୁନିରଙ୍କୁ ହଟାଅ!’, ସେ ଜଣେ ପାଗଳ’, ନିଜ ଦେଶର ସେନାକୁ ପୂର୍ବତନ ସୈନିକଙ୍କ ସମାଲୋଚନା…
  • ||
  • ଜମି ବଦଳରେ ଚାକିରି ମାମଲାରେ ବଢିଲା ଲାଲୁ ଯାଦବଙ୍କ ଅଡୁଆ, ମାମଲା ଚାଲୁ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ…
  • ||
  • ପୁରୀ : ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ: ଜଗତଗୁରୁ ଶଙ୍କରାଚାର୍ଯ୍ୟ
  • ||
  • Operation Sindoor: ଅର୍ଦ୍ଧ ସାମରିକ ବାହିନୀର ଛୁଟି ରଦ୍ଦ, ଆଲର୍ଟରେ ଗୃହ ମନ୍ତ୍ରାଳୟ
  • ||
  • ଭୁବନେଶ୍ୱର : ଯୁଦ୍ଧ ଛାନିଆରେ ପରିବା ଦୋକାନରେ ଖଚାଖଚ୍ ଭିଡ଼, ଅତ୍ୟାବଶ୍ୟକ ସାମଗ୍ରୀ କିଣି ନେଉଛନ୍ତି ଲୋକେ
  • ||
  • Operation Sindoor: ପାକିସ୍ତାନ ଛାତିରେ ଏୟାରଷ୍ଟ୍ରାଇକ୍, ଦେଖନ୍ତୁ ୯ ଆତଙ୍କୀ ଆଡ୍ଡାର ଲିଷ୍ଟ
  • ||
  • Operation Sindoor: ଭାରତୀୟ ସେନାର ତିନି ମୁଖ୍ୟଙ୍କ ସହ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଆଜି ଦିନ ୧୦ଟାରେ ହେବ ପ୍ରେସ କନଫରେନ୍ସ
  • ||
  • ଆଇସିଏଆର୍‌ରେ ପିଜି ଏବଂ ପିଏଚ୍‌ଡି ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁନ୍‌ ୫ ଯାଏ ଆବେଦନ
  • ||
  • ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ BMC ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ବୌଦ୍ଧ : ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||

ବୌଦ୍ଧରୁ ପୁରୀକୁ ପଠାଗଲା ୨୦ ଖଣ୍ଡ ରଥ କାଠ

Published By : Prameya | April 27, 2025 11:01 PM

ବୌଦ୍ଧ,୨୭।୪ :  ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ବୌଦ୍ଧ ବନଖଣ୍ଡରୁ ପୁରୀ ଅଭିମୁଖେ ରଥ କାଠ ପଠାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୦ ଖଣ୍ଡ କାଠ ପଠାଇଲା ବୌଦ୍ଧ ବନବିଭାଗ। ୧୨ ଖଣ୍ଡ ଧଉରା, ୮ ଖଣ୍ଡ ଆସନ କାଠ ପୁରୀ ଅଭିମୁଖେ ପଠାଯାଇଛି ।  ଆଗାମୀ ଦିନରେ ଆହୁରି ଅଧିକ କାଠ ପଠାଇବା ସୂଚନା ଦେଲା ବନବିଭାଗ। 

କଣ୍ଟାମାଳ ବନବିଭାଗ ଅଞ୍ଚଳରୁ ୪୦ ଫୁଟ ର କାଠ କଟାଯାଇ ଏକ ଟ୍ରକ୍ ଯୋଗେ ୨୦ ଖଣ୍ଡ କାଠ ପୁରୀ ଅଭିମୁଖେ ଆସିଛି।ବନଖଣ୍ଡ ଅଧିକାରୀ ଙ୍କ କାର୍ଯ୍ୟାଳୟ ଠାରେ ପୂଜାର୍ଚ୍ଚନା କରାଯାଇ ଏହାର ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା। ତେବେ ୧୦୦ ଖଣ୍ଡ କାଠ କଟାଯାଇ ଟ୍ରକ୍ ରେ ଲୋଡ଼ିଂ କରାଯାଉଥିବା ବେଳେ ବହୁ ଶୀଘ୍ର ଏହି କାଠ କୁ ପୁରୀ ଅଭିମୁଖେ ପଠାଯିବ ବୋଲି ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.