ପ୍ରମୂଖ ଖବର
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା, ଆଜି ପୁଣି ପାଣି ଛାଡ଼ିବ ହୀରାକୁଦ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ

Published By : Harapriya Sethi | August 22, 2025 9:36 AM

ଆଠଗଡ଼, ୨୨/୦୮: ଆଠଗଡ଼କୁ ଫେରିଛନ୍ତି ୨୨ ଟିକିଆ ହାତୀପଲ । ଚନ୍ଦକାରୁ ଆସି ମହାନଦୀ ପାର ହୋଇ ଆଠଗଡ ରେଞ୍ଜ କନ୍ଦରପୁରରେ ପହଞ୍ଚିଛନ୍ତି । ବେତଖୋଲି ମୁଣ୍ଡଳୀ ଡାଲଖାଇ ଠାକୁରାଣୀ ମନ୍ଦିର ରାସ୍ତା ଦେଇ ସୁକାସନ ସଂରକ୍ଷିତ ଜଙ୍ଗଲରେ ବୁଲୁଥିବାର ଦେଖିବାକୁ ମିିଳିଛି ।  

ଏସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଆଠଗଡ଼ ବନବିଭାଗ କର୍ମଚାରୀମାନେ ପହଞ୍ଚି ରାସ୍ତାରେ ଯାଉଥିବା ଲୋକଙ୍କୁ ଅଟକାଇବା ସହିତ ହାତୀମାନକୁ ସୁରକ୍ଷିତ ଭାବେ ସଂରକ୍ଷିତ ଜଙ୍ଗଲର ମଧ୍ୟକୁ ଘଉଡାଇ ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.