ପ୍ରମୂଖ ଖବର
  • ନୂଆପଡା : ୨ ବାଇକ ମଧ୍ୟରେ ଧକ୍କା , ନାବାଳିକା ସମତେ ୫ ମୃତ
  • ||
  • ପିପିଲି ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ବସ୍ ଧକ୍କାରେ ୩ ଯୁବତୀ ମୃତ
  • ||
  • ପୁରୀରେ ପରିବାର ସହ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ରଥରେ ମହାପ୍ରଭୁଙ୍କୁ କଲେ ଦର୍ଶନ
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ପତ୍ନୀଙ୍କୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ୱାମୀ
  • ||
  • ଗଞ୍ଜାମ : ଅଟୋ ଓଲଟି ଜଣେ ମୃତ,୧୦ ଗୁରୁତର
  • ||
  • ଦ୍ଵିତୀୟ ଦିନରେ ଆରମ୍ଭ ହେଲା ରଥ ଟଣା, ଘଣ୍ଟଘଣ୍ଟା, ହରିବୋଲରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ
  • ||
  • ଭଦ୍ରକ : ଅନହରପୁର ଗାଁରେ ଅଘଟଣ, ଡିଜେ ଗାଡ଼ି ଓଲଟି ନାବାଳକ ମୃତ
  • ||
  • ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ବିୟୋଗ, ୪୨ ବର୍ଷରେ ହୃଦଘାତରୁ ଚାଲିଗଲା ଜୀବନ
  • ||
  • ଶନିବାର ଆଉ ଏକ ଲଘୁଚାପ, ଜୁଲାଇ ୩ ଯାଏ ବର୍ଷିବ; ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି
  • ||

ଚୋରାରେ ଚାଲାଣ ହେଉଥିବା ୨୨କେଜି ଗଞ୍ଜେଇ ଜବତ, ଜଣେ ଗିରଫ

Published By : Gurupada Nath | June 28, 2025 9:41 PM

ରେଢ଼ାଖୋଲ, ୨୮/୬ : ଅବକାରୀ ବିଭାଗ ଆଜି ରେଢ଼ାଖୋଲ ବୌଦ୍ଧ ରାସ୍ତାର ରେଢ଼ାଖୋଲ ଥାନା ହାତୀ ବାହାଳ ଛକରେ ଚଢଉ କରିଛି । ଏହି ଚଢଉରେ ଚୋରାରେ ଚାଲାଣ ହେଉଥିବା ୨୨କେଜି ଗଂଜେଇ ଜବତ କରି ଜଣେ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି । 

ଗିରଫ ଅଭିଯୁକ୍ତ ଜଣଙ୍କ ହେଲା ବିହାର ରାଜ୍ୟର ଭଗବାନ ଚୌଧୁରୀ। ସୂଚନା ଅନୁସାରେ ଭଗବାନ ଆଜି ଫୁଲବାଣୀ ଅଞ୍ଚଳରୁ ଗଂଜେଇ ଆଣି ଏକ ବସ୍ ଯୋଗେ ଆସି ହତିବାହାଳ ଛକରେ ଓହ୍ଲେଇ ଚୋରା ଚାଲାଣ ପାଇଁ ଅନ୍ୟ ସାଥିଙ୍କୁ ଅପେକ୍ଷା କରିଥିଲେ। ଖବରପାଇ ଅବକାରୀ ବିଭାଗ ଚଢ଼ଉ କରି ଗଞ୍ଜେଇ ସହ ଭଗବାନକୁ ଗିରଫ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.