ପ୍ରମୂଖ ଖବର
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ବାତ୍ୟା ପାଇଁ ୨୩ ରୁ ୨୫ ଶିମିଳିପାଳ ବନ୍ଦ

ବାରିପଦା, ୨୩/୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ବାନ୍ଧୁଥିବା ନେଇ ଆଇଏମ୍‌ଡି ପକ୍ଷରୁ ଅପଡେଟ ରିପୋର୍ଟ ପ୍ରଦାନ କରାଯାଉଥିବା ବେଳେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ କର୍ତ୍ତୃପକ୍ଷ ତିନି ଦିନ ପାଇଁ ଶିମିଳିପାଳ ବନ୍ଦ ରଖିବାକୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। 

ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ବନ୍ଦ ରହିବ । ବାତ୍ୟା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ ପରେ ଶିମିଳିପାଳ ପୂର୍ବ ପରି ପର୍ଯ୍ୟଟକଙ୍କ ନିମନ୍ତେ ଖୋଲିବ ବୋଲି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚାଇ ଦିଆଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.