ପ୍ରମୂଖ ଖବର
  • ରବିବାରଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଶ୍ରୀବଳଦେବଜିଉ ମନ୍ଦିରରେ କରିବେ ପୂଜାର୍ଚ୍ଚନା
  • ||
  • ଓଟିଇଟି-୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ: ଅଗଷ୍ଟ ୯ରେ ପରୀକ୍ଷା, ଜୁନ୍ ୨୪ରୁ ଆବେଦନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍ ସୁପର ୮ ବାଂଲାଦେଶକୁ ଭେଟିବ ଭାରତ, ରୋହିତ, କୋହଲିଙ୍କ ପାଇଁ ସ୍ପିନ୍‌ ପରୀକ୍ଷା
  • ||
  • ରାଜ୍ୟର ୩୦ ଜିଲ୍ଲାକୁ ଛୁଇଁଲା ମୌସୁମୀ: ଆଜି କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷିପାରେ, ୨୭ରେ ଲଘୁଚାପ
  • ||
  • ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ର​‌ରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା. ୬୮ ଫ୍ଲାଟୁନ୍ ଫୋର୍ସ ମୁତୟନ
  • ||
  • ପୁରୀ: ଆଜି ପବିତ୍ର ସ୍ନାନଯାତ୍ରା , ରତ୍ନସିଂହାନରୁ ସ୍ନାନବେଦୀକୁ ଧାଡି ପହଣ୍ଡିରେ ବିଜେ କରୁଛନ୍ତି ଶ୍ରୀଜିଉ
  • ||

ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ୨୪ରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ

ସେଣ୍ଟ ଲୁସିଆ,୧୪/୦୬: ଭାରତ  କ୍ରମାନ୍ୱୟରେ ୩ଟି ମ୍ୟାଚ୍‌ରେ ବିଜୟୀ ହୋଇ ସୁପର-୮ରେ ପ୍ରବେଶ କରି ସାରିଛି । ଏହି ପର୍ଯ୍ୟାୟରେ ଦଳ ଆସନ୍ତା ୨୪ ତାରିଖରେ ଅଷ୍ଟ୍ରେଲିଆକୁ ସେଣ୍ଟ ଲୁସିଆରେ  ଭେଟିବ । ସେମିତି ୨୦ ତାରିଖରେ ଆଫଗାନିସ୍ତାନ  ଏବଂ ୨୨ରେ ବାଂଲାଦେଶକୁ ଭେଟିପାରେ ବୋଲି ଆଶା  କରାଯାଉଛି । ଭାରତ ଗ୍ରୁପ୍‌ ପର୍ଯ୍ୟାୟରେ ଶେଷ ମ୍ୟାଚ୍‌  ଆସନ୍ତା ୧୫ ତାରିଖରେ କାନାଡ଼ା ସହ ଖେଳିବ । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.