ପ୍ରମୂଖ ଖବର
  • ମୁନିଗୁଡ଼ା : ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ୱର : ଅଳିଆ ଗଦାରେ ଲାଗିଲା ନିଆଁ, ୫୦ ଫୁଟ ଉଚ୍ଚରେ ଉଠିଲା ଧୂଆଁ
  • ||
  • କେନ୍ଦୁଝର : ବସ୍ ଧକ୍କାରେ ଓଲଟିଲା ନାଇଟ୍ ପାଟ୍ରୋଲିଂ ପୋଲିସ୍ ଗାଡ଼ି, ଅଳ୍ପକେ ବର୍ତ୍ତିଲେ ୫ଜଣ ପୋଲିସ୍ କର୍ମଚାରୀ
  • ||
  • ସାଲେପୁର : ଗୋରୁ ଚମଡା ସହ ବାଇକ୍‌ ଜବତ, ଜଣେ ଗିରଫ
  • ||
  • ଜାନୁଆରୀ ୧୫ରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
  • ||
  • ମୟୂରଭଞ୍ଜ : ଶୌଚ ପାଇଁ ଯାଇଥିବା ବେଳେ ଦଳିଦେଲେ ହାତୀପଲ, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ସୁନ୍ଦରଗଡ଼ : ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ମାଲକାନଗିରି: ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣା ହ୍ରାସ ପାଇଁ ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍‌
  • ||
  • ସିଡନୀ ଟେଷ୍ଟ: ଘାଇଲା କଲେ ଭାରତୀୟ ବୋଲର, ୧୮୧ରନରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

କାସଗଞ୍ଜର ଚନ୍ଦନ ଗୁପ୍ତା ହତ୍ୟାକାଣ୍ଡ ମାମଲାରେ ୨୮ଜଣ ଦୋଷୀ ସାବ୍ୟସ୍ତ, ଏନଆଇଏ କୋର୍ଟ ଆସନ୍ତାକାଲି କରିବେ ଦଣ୍ଡ ଶୁଣାଣି

Published By : Prameya | January 2, 2025 4:47 PM

ନୂଆଦିଲ୍ଲୀ, ୨/୧ : ଚନ୍ଦନ ଗୁପ୍ତା ହତ୍ୟାକାଣ୍ଡ ମାମଲାରେ ଏନଆଇଏ ସ୍ପେଶାଲ କୋର୍ଟ ୨୮ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହାସହ ଏନଆଇଏ କୋର୍ଟ ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଛାଡ଼ି ଛନ୍ତି । ଏହାପରେ ଏନଆଇଏ ଆସନ୍ତାକାଲି ଦଣ୍ଡ ଶୁଣାଣି କରିବ । ପ୍ରକାଶ ଯେ, ୟୁପିର କାସଗଞ୍ଜରେ ତିରଙ୍ଗା ଯାତ୍ରା ସମୟରେ ଚନ୍ଦନ ଗୁପ୍ତାଙ୍କ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ହାଇକୋର୍ଟରେ ଏନଆଇଏର କୋର୍ଟ ଶୁଣାଣି‌ର ରୋକ୍ ଲଗାଇବା ପାଇଁ ଆବେଦନ କରିଥିଲା ।

ଏହାପରେ ହାଇକୋର୍ଟ ଲକ୍ଷ୍ନୌ ବେଞ୍ଚ ଏହି ଆବେଦନ ଖାରଜ କରି ଦେଇଥିଲେ । ହାଇକୋର୍ଟରେ ଆବେଦନ ଖାରଜ ହେବା ପରେ ଆଜି ଲକ୍ଷ୍ନୌ ଏନଆଇଏର ସ୍ପେଶାଲ କୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି । ୨୬ଜାନୁଆରୀ ୨୦୧୮ରେ କାସଗଞ୍ଜରେ ତିରଙ୍ଗା ଯାତ୍ରା ବାହରିବା ସମୟରେ ଚନ୍ଦନ ଗୁପ୍ତାଙ୍କ ହତ୍ୟା କରାଯାଇଥିଲା ।

ପ୍ରକାଶ ଯେ, ଚନ୍ଦନ ଗୁପ୍ତା ହତ୍ୟାକାଣ୍ଡ ପରେ ରାଜ୍ୟର ମାହୋଲ ବହୁତ ଖରାପ ହୋଇଥିଲା ଏବଂ କାସଗଞ୍ଜ ହିଂସାର ନିଆଁରେ ଜଳି ଉଠିଥିଲା । ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଓ୍ବସୀମ, ନସୀମ, ସଲୀମଙ୍କ ଏକାସହ ୧୦୦ରୁ ଅଧିକ ଲୋକଙ୍କୁ ଗିରଫ କରିଥିଲା । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.