ପ୍ରମୂଖ ଖବର
  • ରାଜଧାନୀରେ ପିଲା ବିକ୍ରି ଅଭିଯୋଗ, ୬ ଅଟକ
  • ||
  • ଭିଜିଲାନ୍ସ ଜାଲରେ ବେଗୁନିଆପଡା ସିଡିପିଓ, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ଭଦ୍ରକ : ଦୁଇ ହଜାର ଲିଟର ଚୋରା ଦେଶୀ ମଦ ଜବତ, ୨ ଗିରଫ
  • ||
  • ଆନନ୍ଦପୁର : ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ, ଜଣେ ଗୁରୁତର
  • ||
  • ରାଜ୍ୟରେ ୨୦୨୫ ଲୁଦ୍ଧା ଲାଗୁ ହେବ ଏନଇପି, ଗଠନ ହୋଇଛି ଟାସ୍କ ଫୋର୍ସ କମିଟି
  • ||
  • କରଞ୍ଜିଆ : ବାର୍ଶିଆ ଗାଁରେ ଅଘଟଣ, ନିଆଁ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭିଜିଲାନ୍ସ ଜାଲରେ ଜୁନିୟର ମାଇନିଂ ଅଫିସର, ଏକକାଳୀନ ୭ଟି ସ୍ଥାନରେ ଚଢାଉ
  • ||
  • ଡିସେମ୍ବର ୫ରେ କୋଣାର୍କ ସାହିତ୍ୟ ଆସର, ମୁଖ୍ୟ ଅତିଥି ରୂପେ ଯୋଗ ଦେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୂଳପତି
  • ||
  • ରାଜଧାନୀରେ ଲୁଟ୍‌ ପାଇଁ ମହିଳାଙ୍କୁ ହତ୍ୟା ଘଟଣା, ମୋଷ୍ଟ ୱାଣ୍ଟେଡ୍‌କୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରିରେ ଶୀତର ଲହରୀ, ଘନ କୁହୁଡ଼ି ପାଇଁ ଯାନବାହନ ଚଳାଚଳ ବାଧାପ୍ରାପ୍ତ
  • ||
  • ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନ, ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ
  • ||
  • ବୌଦ୍ଧରେ ଅପରେସନ ଗ୍ରୀନ୍‌ କ୍ଲିନ୍‌ ଜାରି, ଗୋଟିଏ ଦିନରେ ୧୨୧ ଏକର ଜମିର ଗଞ୍ଜେଇ ଚାଷ ନଷ୍ଟ
  • ||
  • ବୈପାରୀଗୁଡାରେ ଅପରେସନ ଗ୍ରୀନ୍ କ୍ଲିନ୍‌, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁବର୍ଣ୍ଣପୁରରେ ଶୀତ ଲହରୀ, ସକାଳ ୯ଟା ପର୍ଯ୍ୟନ୍ତ ରହୁଛି ଘନ କୁହୁଡିର ଆସ୍ତରଣ
  • ||

ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନ, ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ

ଭୁବନେଶ୍ୱର,୨୭/୧୧: ବୁଧବାର ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ । ସରକାରଙ୍କୁ ଘେରିବ ବିରୋଧୀ। ଏଥିପାଇଁ ୨ ବିରୋଧୀ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତି କରିଛନ୍ତି। ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ।

ଦ୍ବିତୀୟ ଦିନରେ ବି ଗୃହ ବେଶ୍ ସରଗରମ ରହିପାରେ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, MSME, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ଆଇନ ଶୃଙ୍ଖଳା, ଆମ୍ବ ଟାକୁଆ ଯାଉ ମୃତ୍ୟୁ, ରେଲୱେ ୱାଲଟିଅର ଡିଭିଜନ ଉଠିଯିବା ପ୍ରସଙ୍ଗ ବିରୋଧୀ ଉଠାଇ ପାରନ୍ତି। ସେପଟେ ସରକାରୀ ଦଳ ନିଜ ସଫଳତା ପ୍ରସଙ୍ଗ ମଧ୍ୟ ଉଠାଇପାରେ । ତେବେ ମଙ୍ଗଳବାର ସମ୍ବିଧାନ ଏବଂ ଅମ୍ବ ଟାକୁଆ ଯାଉ ଖାଇ ମୃତ୍ୟୁ ପ୍ରସଙ୍ଗରେ ଗୃହ ଅଚଳ ହୋଇଥିଲା। ବିରୋଧୀଙ୍କ ହୋ ହାଲ୍ଲା ପାଇଁ ଗୃହ ଚାଲିପାରି ନଥିଲା। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.