ପ୍ରମୂଖ ଖବର
  • ପାରିବାରିକ କଳହ : ଫ୍ୟାନରେ ଝୁଲି ବାପ-ପୁଅଙ୍କ ଆତ୍ମହତ୍ୟା
  • ||
  • ମହୁଆରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ତେଜ ପ୍ରତାପ ଯାଦବ
  • ||
  • ଟ୍ରମ୍ପ ପ୍ରଶାସନର ମନମାନୀ, ବାଧ୍ୟ ହୋଇ ନାସାରୁ ଚାକିରି ଛାଡ଼ିବେ ୩୮୭୦ କର୍ମଚାରୀ
  • ||
  • ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ ଲାଗି ବିଜେପିର ଦାବି
  • ||
  • ଯୁଯୁମୁରା ଦେବଝରଣ ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରଛାତ୍ରୀ ମୃତ
  • ||
  • ଗୟାଜୀରେ ଗ୍ୟାଙ୍ଗରେପ୍ ! ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ
  • ||
  • କଟକ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାକିରି ଦେବାକୁ କହି ଠକେଇ, ଜଣେ ଗିରଫ
  • ||
  • ସଫେଇ କର୍ମଚାରୀଙ୍କୁ ବଡ଼ ଭେଟି : ୧୦ ଲକ୍ଷର ଜୀବନବୀମା, କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ
  • ||
  • ଦୁଇ ଦଶନ୍ଧି ପରେ ଚିନ୍ତାର କାରଣ ପାଲଟିଛି ଚିକନଗୁନିଆ, ଭାରତ ପାଇଁ କେତେ ବିପଦ ?
  • ||
  • ବିଜେଡ଼ି ଆଣିବ ଅନାସ୍ଥା ପ୍ରସ୍ତାବ ! ଇଙ୍ଗିତ ଦେଲେ ବରିଷ୍ଠ ବିଧାୟକ ଅରୁଣ ସାହୁ
  • ||
  • ଟେଷ୍ଟରୁ ସନ୍ନ୍ୟାସ ନେଇପାରନ୍ତି ଯଶପ୍ରୀତ ବୁମ୍‌ରା ! ସାମ୍ନାକୁ ଆସିଲା ବଡ଼ କାରଣ
  • ||
  • ଯାଜପୁର : ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଝାଡ଼ଖଣ୍ଡରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ନକ୍ସଲ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ବଡ଼ ବୟାନ: 'ଖୁବଶୀଘ୍ର ବିଜେପିର ନୂଆ ସାଂଗଠନିକ କମିଟି'
  • ||
  • ଖୁବ୍‌ଶୀଘ୍ର ଏସ୍‌ସିବିରୁ ଡିସ୍‌ଚାର୍ଜ ହେବେ ଜ୍ୟୋତିପ୍ରକାଶ, ସୋମବାର ଡାକ୍ତରୀ ଟିମର ଜରୁରି ବୈଠକ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଦିଲ୍ଲୀ ଏମ୍‌ସରେ ମୁହଁ ଖୋଲିଲେ ବଳଙ୍ଗା ପୀଡ଼ିତା: ବଖାଣିଲେ ସାଂଘାତିକ ସତ, ମାଜିଷ୍ଟ୍ରେଟ୍‌, ଡାକ୍ତରଙ୍କ ସାମ୍ନାରେ ବୟାନ ରେକର୍ଡ
  • ||
  • ଶନିବାର କଟକରେ ସରକାରୀ ଛୁଟି ବାତିଲ୍‌, ବର୍ଷା ଓ ଜଳବନ୍ଦୀ ପାଇଁ ସତର୍କତା
  • ||
  • ମନ୍ତ୍ରିମଣ୍ଡଳ ଅଦଳବଦଳ ଖୁବ୍‌ଶୀଘ୍ର; ବାଦ୍‌ ପଡ଼ିବେ ସବୁ ଅପାରଗ, ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ
  • ||
  • ବଳ ଗୋଟାଉଛି ଅବପାତ: ଆଜି ପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଏସ୍‌ଆରସିଙ୍କ ସତର୍କତା
  • ||

ଏଟିଏମ୍‍ ଲୁଟ୍‍ ଯୋଜନା ପଣ୍ଡ, ୩ ଗିରଫ

Published By : Suraj Kumar | July 26, 2025 5:39 PM

ମୁନିଗୁଡା,୨୬।୭  :  ଏଟିଏମ  ଲୁଟ ପାଇଁ ଯୋଜନା କରୁଥିବା ବେଳେ ପୁଲିସ ଚଢାଉ କରି ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଗୋଟିଏ ଶାବଳ, ଗୋଟିଏ କାତି, ଗୋଟିଏ ପ୍ଲାସ ସହ ଦୁଇଟି ମୋବାଇଲ ଓ ଗୋଟିଏ ମୋଟର ସାଇକେଲ ଜବତ କରିଛି। ଅଭିଯୁକ୍ତ ମାନେ ହେଲେ ଆମ୍ବାଦଳା ଥାନା ଅନ୍ତର୍ଗତ ବାଲିଯୋଡ଼ି ଗ୍ରାମର ଅମ୍ରିକା ଓ ସାଙ୍କୁଳି ପଦର ଗ୍ରାମର ଲକିରାମ କୁଲେଶିକା ଓ ବିସମ୍ବର ପ୍ରାସ୍କାକା।

ଶୁକ୍ରବାର ବିଳମ୍ବିତ ରାତିରେ ଅମ୍ବାଦଳା ପୁଲିସ  ପାଟ୍ରୋଲିଂ କରି ଫେରୁଥିଲେ। ଏହି  ସମୟରେ ଇନ୍ଦିରାପଡା ଢ଼ାବା ନିକଟ ବାଲିଯୋଡ଼ିକୁ ଯିବା ରାସ୍ତାରେ ତିନି ଜଣ ଯୁବକ ପୁଲିସଙ୍କୁ ଦେଖି ଦୌଡ଼ି ପଲାଇ ଯିବାକୁ ଚେଷ୍ଟା କରିଥିଲେ। ସନ୍ଦେହ ହେବାରୁ ଅମ୍ବାଦଳା ପୁଲିସ ଉକ୍ତ ତିନି ଜଣ ଯୁବକଙ୍କୁ ଧରି ଥାନାକୁ ନେଇ ପଚରା ଉଚୁରା କରିଥିଲା।  ସେମାନେ ଅମ୍ବାଦଳା ଟାଉନ ଭିତରେ ଥିବା ଏକ ଏଟିଏମ୍ ଲୁଟ କରିବା ପାଇଁ ଯୋଜନା କରୁଥିଲେ ବୋଲି କହିଥିଲେ। ସେମାନଙ୍କ ଠାରୁ ଏଟିଏମ ଲୁଟ ପାଇଁ ରଖିଥିବା ଗୋଟିଏ ଶାବଳ, ଗୋଟିଏ କାତି, ଗୋଟିଏ ପ୍ଲାସ ସହ ଦୁଇଟି ମୋବାଇଲ ଓ ଗୋଟିଏ ମୋଟର ସାଇକେଲ ଜବତ କରାଯାଇଥିବା   ମୁନିଗୁଡ଼ା ଏସଡିପିଓ ସୂଚନା ଦେଇଛନ୍ତି। ଅଭିଯୁକ୍ତ ତିନି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.