ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ମାଲକାନଗିରିରୁ ୩ଜଣ କୃତ କାର୍ଯ୍ୟ

ମାଲକାନଗିରି, ୧୯/୧୦ : ଓଡିଶା ପ୍ରଶାସନିକ ସେବା (ଓଏଏସ) ପରୀକ୍ଷାରେ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାର ୩ ଯୁବକ ଯୁବତୀ କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ଶ୍ୟାମା ମାଢୀ, ଭାଗ୍ୟଶ୍ରୀ ମିଶ୍ର, ପିଲହୋଲିକା ପ୍ରିୟଦର୍ଶିନୀ । ଜିଲ୍ଲାର ଲକ୍ଷ୍ୟ କୋଚିଂ ସେଣ୍ଟର ବିଦ୍ୟାର୍ଥୀ ଶ୍ୟାମା ମାଢୀ ଓଏଏସ ୨୦୨୨-୨୩ ପରୀକ୍ଷାରେ ୬୩୧ ସ୍ଥାନ ହାସଲ କରିଛନ୍ତି । କୋରକୁଣ୍ଡା ବ୍ଲକ ପଟ୍ରେଲ୍ ଗ୍ରାମ ନିବାସୀ ବାସୁଦେବ ମାଢୀ ଓ ୱାଗେ ମାଢୀଙ୍କ ସନ୍ତାନ ଶ୍ୟାମା । ୨୦୧୪ରେ ଗୋବିନ୍ଦପାଲ୍ଲି ଉଚ୍ଚ ବିଦ୍ୟାଳୟରୁ ଦଶମ ଶ୍ରେଣୀ, କିସ୍ ଭୁବନେଶ୍ବରରୁ ଯୁକ୍ତ ଦୁଇ ଏବଂ ମାଲକାନଗିରି ମଡେଲ ଡ଼ିଗ୍ରୀ କଲେଜରୁ ବଟାନୀରେ ସ୍ନାତକ ଉତ୍ତୀର୍ଣ୍ଣ କରିଛନ୍ତି। ସୂଚନାଯୋଗ୍ୟ ଯେ, ଜିଲ୍ଲା ପ୍ରଶାସନ ଦ୍ଵାରା ଜିଲ୍ଲାର ଯୁବ ଗୋଷ୍ଠୀଙ୍କୁ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବା ପାଇଁ ଲକ୍ଷ୍ୟ କୋଚିଂ ସେଣ୍ଟର ଆରମ୍ଭ କରାଯାଇଛି ।

ଏହା ବ୍ୟତୀତ ଜିଲ୍ଲାର ମାଥିଲି ବ୍ଲକ ଅନ୍ତର୍ଗତ ମେଣ୍ଡୁକୁଲି ଗ୍ରାମର ଭାଗ୍ୟଶ୍ରୀ ମିଶ୍ର ୧୩୮ ରାଙ୍କ ପାଇ କୃତିତ୍ଵ ହାସଲ କରିଛନ୍ତି । ସେ ମାଥିଲି ବ୍ଲକସ୍ଥ ମେଣ୍ଡକୋଇଲି ଗ୍ରାମ ବିରଞ୍ଚି ନାରାୟଣ ମିଶ୍ରଙ୍କ ଝିଅ । ସେହିପରି ଜିଲ୍ଲା ସଦରର ମହାକୁମାର ପିଲହୋଲିକା ପ୍ରିୟଦର୍ଶିନୀ ୪୮୪ ରାଙ୍କ ପାଇଛନ୍ତି । ଉଭୟ ନିଜର ସଫଳତା ପାଇଁ ନିଜ ପରିବାର, ଶିକ୍ଷକ ଶିକ୍ଷୟୀତ୍ରୀଙ୍କୁ ଶ୍ରେୟ ଦେଇଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.