ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ରାଜ୍ୟରେ ଗଠନ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ

Published By : Harapriya Sethi | April 23, 2025 12:28 PM

ଭୁବନେଶ୍ୱର,୨୩/୦୪: ରାଜ୍ୟରେ ଗଠନ ହେଲା ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି । ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। 

ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.