ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଜିଲ୍ଲା ଜେଲରେ ଆରମ୍ଭ ହେଲା ୩ଦିନିଆ ଯୋଗ ଓ ଧ୍ୟାନ କାର୍ଯ୍ୟକ୍ରମ

Published By : Prameya | May 22, 2025 8:57 PM

ବଲାଙ୍ଗୀର,୨୨/୫ : ସହଯୋଗ ଫାଉଣ୍ଡେସନ୍ ପକ୍ଷରୁ ଜିଲ୍ଲା ଜେଲ୍‌ରେ ୩ଦିନିଆ ଯୋଗ ଓ ଧ୍ୟାନ ଶିବିର ଆରମ୍ଭ ହୋଇଛି । ଯାହା ୨୩ମଇ ପର୍ଯ୍ୟନ୍ତ ଚାଲିବ। ଯୋଗ ଅଧ୍ୟାପିକା ସୁଶୋଭିତା ଗୁରୁ ବିଭିନ୍ନ ଯୋଗାସନ, ପ୍ରାଣାୟାମ ଓ ଧ୍ୟାନ ମାଧ୍ୟମରେ ବନ୍ଦୀମାନଙ୍କୁ ମନଶାନ୍ତି ଦେବା ପ୍ରୟାସ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜେଲ୍ ସୁପରିଣ୍ଟେଣ୍ଡାଣ୍ଟ ସର୍ବେଶ୍ୱର ସାହୁ, ବିଜୟ ବେହେରା (ଏ.ଜେ), ରୋଗିତ ଜୁଡାଇ (ୱାର୍ଡର), ହରିଶଙ୍କର ପୁରୋହିତ (ୱାର୍ଡର), ଆରତି କୁମ୍ଭାର (ଚିଫ୍ ୱାର୍ଡର), ବିଭୂତି ଭୂଷଣ ବେହେରା (ଫାର୍ମାସିଷ୍ଟ), ଏବଂ ଫାଉଣ୍ଡେସନ୍ ସଭ୍ୟ ସୁଦୀପ୍ତ ତ୍ରିପାଠୀ, ତୋଫାନ ପାତ୍ର, ରାମନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.