ପ୍ରମୂଖ ଖବର
  • ଗାଁ ନିକଟରେ ବୁଲୁଛନ୍ତି ଗୋଠଛଡ଼ା ମା’-ଛୁଆ ହାତୀ, ଭୟଭୀତ ଲୋକେ
  • ||
  • ଝିଅ ବାହାଘର ପାଇଁ ଜମି ବିକ୍ର କରି ରଖିଥିଲେ ଟଙ୍କା ଏବଂ ସୁନା, କଳାକନା ବୁଲାଇଦେଲେ ଦୁର୍ବୃତ୍ତ
  • ||
  • ବ୍ଲାକ୍‌ମେଲ୍‌ ଓ ସେକ୍ସଟର୍ସନ୍‌ର ଶିକାର ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ମାମଲା, ୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଠକ
  • ||
  • ବିଧାନସଭା ବଜେଟ ଅଧିବେଶ, ଗିନି ଘଣ୍ଟମାଡ଼ ଧୋଇଗଲା ପ୍ରଶ୍ନକାଳ, ଦିନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
  • ||
  • ଆଇପିଏଲ୍ ୨୦୨୫: ଆଜି ଗୁଜରାଟ ଟାଇଟନ୍ସ-ପଞ୍ଜାବ କିଙ୍ଗ୍‌ସ ଲଢ଼େଇ, ଫୋକସ୍‌ରେ ପଣ୍ଟିଂ-ଆୟର ଯୋଡ଼ି
  • ||
  • ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଟଙ୍କାର ପାହାଡ଼, ଫ୍ଲାଟରୁ ନଗଦ ୧୭ ଲକ୍ଷ ଠାବ
  • ||
  • ବିଧାନସଭାରେ ଅଚଳାବସ୍ଥା ଜାରି, ଶାସକ-ବିରୋଧୀଙ୍କ ଜିଦ ଯୋଗୁଁ ଚାଲିପାରୁନି ଗୃହ
  • ||
  • ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
  • ||
  • ରାଜ୍ୟରେ ବଦଳିବ ପାଗର ମିଜାଜ୍, ଉପରମୁହାଁ ​‌ହେବ ପାରଦ: ୩ ଦିନରେ ୫ ଡିଗ୍ରୀ ବଢ଼ିବ ତାତି
  • ||

ଚା’ ଦୋକାନ ଉପରେ ମାଡିଗଲା ହାଇଓ୍ବା, ୩ ମୃତ

Published By : Prameya | March 23, 2025 9:59 PM

ବଣାଇ,୨୩।୩  : ଚା’ ଦୋକାନ ଉପରେ ମାଡିଗଲା ହାଇଓ୍ବା । ଚାଲିଗଲା ୩ ଜୀବନ  । ଚା’ ଦୋକାନୀ ସହିତ ଅନ୍ୟ ୨ ଜଣଙ୍କ ଜୀବନ ଚାଲିଯାଇଛି। ଏଥିସହ ୨ ଜଣ ଗୁରୁତର ହୋଇଛନ୍ତି।  କେ. ବଲାଙ୍ଗ ଥାନା ଅନ୍ତର୍ଗତ ଜାମୁଢିହି ଟୋଲ ଗେଟ ନିକଟରେ ଘଟିଛି ଦୁର୍ଘଟଣା। 

କେ. ବଲାଙ୍ଗ ଥାନା ଅନ୍ତର୍ଗତ ଜାମୁଢିହି ଟୋଲ ଗେଟ ନିକଟରେ ରଂଜିତ ଚକ୍ରବତୀ ଚାହା ଦୋକାନ ରହିଛି।  କୋଇଡା ଆଡୁ ଆସୁଥିବା ଏକ ଲୁହାପଥର ବୋଝଇ ହାଇଓ୍ବା  ଦୋକାନ ଉପରେ ମାଡି ଯାଇଥିଲା। ଘଟଣlସ୍ଥଳରେ ରଂଜିତଙ୍କ ସ୍ତ୍ରୀ ସହିତ ଅନ୍ୟ ଦୁଇଜଣ ଡ୍ରାଇଭର ଙ୍କ ମୃତ୍ୟୁ ଘଟିଥିଲା।  ରଂଜିତ ଓ ତାଙ୍କ ପୁଅ ଗୁରୁତର ହୋଇଥିଲେ। ଗରୁତର ଅବସ୍ଥାରେ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ କେ ବଲାଙ୍ଗ  ପୋଲିସ ପହଂଚି ଘଟଣାର ତଦନ୍ତ କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.